Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୩ ବର୍ଷର ନାବାଳକ ନିଖୋଜ

by ସଞ୍ଜୟ ସ୍ୱାଇଁ
May 20, 2021
in Nayagarh
୧୩ ବର୍ଷର ନାବାଳକ ନିଖୋଜ
888
VIEWS
Share on FacebookShare on Twitter

ଓଡ଼ଗାଁ,(ବାଘୁଆବାର୍ତ୍ତା): ଓଡ଼ଗାଁ ବ୍ଲକ ଗୌଡ଼ପୁଟଗ୍ରାମର ଟୁଲୁ ସାହୁଙ୍କ ୧୩ ବର୍ଷୀୟ ପୁଅ ଆଲୋକ ସାହୁ ଗତକାଲି ଅର୍ଥାତ ୧୯ ତାରିଖ ଅପରାହ୍ନ ୨ ଘଟିକା ସମୟରୁ କେଉଁଆଡେ ଚାଲି ଯାଇଛନ୍ତି। ଏହାକୁ ନେଇ ବାପା ଟୁଲୁ ସାହୁ ଓଡ଼ଗାଁ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ସେ ଗଲାବେଳେ ନୀଳ ପ୍ୟାଣ୍ଟ ସହ ଏକ ନାଲି ସାର୍ଟ ପିନ୍ଧିଥିବା ଘରଲୋକ କହିଛନ୍ତି। ଯଦି କୌଣସି ସହୃଦୟ ବ୍ୟକ୍ତି ଆଲୋକଙ୍କ ଖବର ପାଆନ୍ତି ତେବେ ମୋ-୭୭୩୫୭୫୪୧୧୦ରେ ଯୋଗାଯୋଗ କରିବା ପାଇଁ ଅନୁରୋଧ।।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!