Thursday, September 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଭିନେତ୍ରୀ ମୁନମୁନ ଦତ୍ତଙ୍କ ନାଁରେ ମାମଲା

by ସଞ୍ଜୟ ସ୍ୱାଇଁ
May 20, 2021
in NATIONAL NEWS
ଅଭିନେତ୍ରୀ ମୁନମୁନ ଦତ୍ତଙ୍କ ନାଁରେ ମାମଲା
284
VIEWS
Share on FacebookShare on Twitter

ମୁମ୍ବାଇ (ବାଘୁଆବାର୍ତ୍ତା): ଲୋକପ୍ରିୟ ଟେଲି ଅଭିନେତ୍ରୀ ମୁନମୁନ ଦତ୍ତଙ୍କ ବିରୋଧରେ ଇନ୍ଦୋର ପୁଲିସ ମାମଲା କରିଛି । ସେ ଅନୁସୂଚିତ ଜାତି ବର୍ଗର ଲୋକଙ୍କ ପ୍ରତି ଅପମାନଜନକ ଶବ୍ଦ ପ୍ରୟୋଗ କରିଥିବାରୁ ତାଙ୍କ ବିରୋଧରେ ଏପରି ମାମଲା କରାଯାଇଛି । ନିକଟରେ ସେ ନିର୍ଦ୍ଦିଷ୍ଟ ବର୍ଗର ଲୋକଙ୍କ ପ୍ରତି ଅପମାନଜନକ ଶବ୍ଦ ପ୍ରୟୋଗ କରିଥିଲେ । ଏହାର ଭିଡିଓ ଭାଇରାଲ ହେବାର ପରେ ମୁନମୁନ ଦତ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଥିଲା । ଅଖିଲ ଭାରତୀୟ ବଲାଇ ମହାସଂଘ ସଭାପତି ମନୋଜ ପାରମର ପ୍ରଥମେ ପୁଲିସ ନିକଟରେ ମୁନମୁନ ଦତ୍ତ ବିରୋଧରେ ଏଫଆଇଆର କରିଥିଲେ । ତାଙ୍କ ଏଫଆଇଆରକୁ ଭିତ୍ତି କରି ଇନ୍ଦୋର ପୁଲିସ ଅନୁସୂଚିତ ଜାତି ଓ ଜନଜାତି ଆଇନ ଅନୁଯାୟୀ ମାମଲା କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!