Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଃଖ ଦେଲା କରୋନା: ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ସାନପୁଅଙ୍କ ପରେ ବଡ଼ ପୁଅଙ୍କ ପରଲୋକ

by ସଞ୍ଜୟ ସ୍ୱାଇଁ
May 20, 2021
in State
ଦୁଃଖ ଦେଲା କରୋନା: ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ସାନପୁଅଙ୍କ ପରେ ବଡ଼ ପୁଅଙ୍କ ପରଲୋକ
595
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ଦାରୁଣ ଦୁଃଖ ଦେଲା ମହାମାରୀ କରୋନା ଭାଇରସ । ୧୨ ଦିନ ଭିତରେ ଆଗ ପଛ ହୋଇ ଚାଲିଗଲେ ବାପ-ପୁଅ । ଗତ ୯ ତାରିଖରେ ମହାମାରୀ କରୋନାରେ ଦେହାନ୍ତ ହୋଇଥିଲା ତାଙ୍କର ଏକାଦଶାହ ଅନ୍ତ୍ୟେଷ୍ଟି କ୍ରିୟାର ଅବ୍ୟବହିତ ପୂର୍ବରୁ ସାନ ପୁତ୍ର ପ୍ରଶାନ୍ତ ଚାଲିଗଲେ ଆରପାରିକୁ । ପୁଣି ବାରରେ ବଡ ପୁଅର ଯଶୋବନ୍ତ ମହାପାତ୍ରଙ୍କ ମୃତ୍ୟୁ ଘଟିଛି । ଯଶୋବନ୍ତ ମଧ୍ୟ ଗୁରୁତର ଅସୁସ୍ଥ ହୋଇ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଆଜି ମଧ୍ୟାହ୍ନରେ ତାଙ୍କର ଦେହାନ୍ତ ଘଟିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!