Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଅର ଜବତ:ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
May 20, 2021
in Nayagarh
ବିଅର ଜବତ:ଜଣେ ଗିରଫ
832
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଥାନାର ଦାୟୀତ୍ୱ ଗ୍ରହଣ କରୁ କରୁ ଆକ୍ସନ ମୁଡରେ ଓଆଇସି । ରାତି ଅଧରେ ଚୋରା ମଦ ଦୋକାନରେ ଉପରେ ଚଢଉ । ଚଢଉ ସମୟରେ ଚୋରା ମଦ ଦୋକାନୀ ଠାରୁ ୪ପେଟି ମଦ ଜବତ କରିବା ସହିତ ଦେକାନୀକୁ ଗିରଫ କରିଥିବା ଜଣାପଡିଛି । ସୂଚନାନୁସାରେ, ଇଟାମାଟି ଥାନା ଅନ୍ତର୍ଗତ ହରେକୃଷ୍ଣପୁର ଗାଁର କୃଷ୍ଣଚନ୍ଦ୍ର ମହାନ୍ତି ତାଙ୍କ ଦୋକାନୀରେ ଚୋରା ମଦ ବ୍ୟବସାୟ କରୁଥିବା ନେଇ ଇଟାମାଟି ପୁଲିସ ବିଶେଷ ସୁତ୍ରରୁ ଖବର ପାଇ ଗତକାଲି ବିଳମ୍ବିତ ରାତିରେ ଚଢଉ କରିଥିଲା । ଚଢଉ ସମୟରେ କୃଷ୍ଣଚନ୍ଦ୍ରଙ୍କ ଘରୁ ୪ ପେଟି କିଙ୍ଗି ଫିସର ବିଅର ଜବତ କରିବା ସହିତ କୃଷ୍ଣଚନ୍ଦ୍ରଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା । ଥାନାରେ କେସ୍ ନଂ ୭୨/୨୧ରେ ମାମଲା ଋଜୁକରି ଚୋରା ମଦବ୍ୟବସାୟୀ କୃଷ୍ଣଚନ୍ଦ୍ରକୁ ଗିରଫ୍ କରି ଆଜି କୋର୍ଟ ଚାଲାଣ କରାଯାଇଥିବା ନେଇ ଇଟାମାଟି ଥାନାର ଭାରାପ୍ରାପ୍ତ ଅଧିକାରୀ ବସନ୍ତ କୁମାର ସାହୁ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!