Thursday, July 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏନକାଉଣ୍ଟରରେ ୧୩ ମାଓବାଦୀ ନିହତ, ସୁରକ୍ଷାକର୍ମୀ ମାଓବାଦୀ ମୁହାଁମୁହିଁ

by ସଞ୍ଜୟ ସ୍ୱାଇଁ
May 21, 2021
in Crime, NATIONAL NEWS
ଏନକାଉଣ୍ଟରରେ ୧୩ ମାଓବାଦୀ ନିହତ, ସୁରକ୍ଷାକର୍ମୀ ମାଓବାଦୀ ମୁହାଁମୁହିଁ
232
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ସୁରକ୍ଷାକର୍ମୀଙ୍କ ସହ ମୁହାଁମୁହିଁ ବେଳେ ଏନକାଉଣ୍ଟର । ମହାରାଷ୍ଟ୍ର ଗଡ଼ଚିରୋଲିରେ ଏନକାଉଣ୍ଟରରେ ୧୩ ମାଓବାଦୀ ନିହତ । ଗଡଚିରୋଲି ଏଟାପାଲି ଜଙ୍ଗଲରେ ଗୁଳି ବିନିମୟ ଜାରି ରହିଛି । ମହାରାଷ୍ଟ୍ର ସି-୬୦ ଯବାନଙ୍କ ସହ ମୁହାଁମୁହିଁ ହୋଇଛନ୍ତି । ୧୩ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରିଛନ୍ତି ଯବାନ । ଗଡ଼ଚିରୋଲି ଡିଆଇଜି ସନ୍ଦୀପ ପାଟିଲ ଏ ନେଇ ସୂଚନା ଦେଇଛନ୍ତି । ବର୍ତ୍ତମାନ ସେହି ଅଞ୍ଚଳରେ ପୋଲିସ ଟିମ ପକ୍ଷରୁ ସର୍ଚ୍ଚ ଅପରେସନ୍ ଚାଲିଛି । ଗଡଚିରୋଲି ପୋଲିସର ସି-୬୦ କମାଣ୍ଡୋ ଟିମ ସର୍ଚ୍ଚ ଅପରେସନରେ ନିୟୋଜିତ ହୋଇଥିବା ବେଳେ ପ୍ରଥମ ମୁକାବିଲା ହୋଇଥିଲା । ବିଭିନ୍ନ ସ୍ଥାନରେ ଜଙ୍ଗଲରେ ଲୁଚି ରହିଥିବା ପ୍ରାୟ ୫୦ – ୬୦ ମାଓବାଦୀଙ୍କ ସହ ଏନକାଉଣ୍ଟର ହୋଇଥିଲା ଏବଂ ଗୁଳି ବିନିମୟ ହୋଇଥିଲା । ଉଭୟ ପାଶ୍ୱର୍ରୁ ଗୁଳି ବିନିମୟ ଏକ ଘଣ୍ଟାରୁ ଅଧିକ ସମୟ ଧରି ଚାଲିଥିଲା । ପରେ ପୁଲିସ ଏହାର ଆଖପାଖ ଅଞ୍ଚଳରେ ଅନୁସନ୍ଧାନ କରିଥିଲା ଏବଂ ୩ଟି ବୋମା, ୩୦୩ ରାଇଫଲ ମାଗାଜିନ, ଲାଇଭ କାର୍ଟ୍ରିଜ, ବଣ୍ଡଲ ତାର, ବଣ୍ଡଲ ଫାୟାର କ୍ରାକର ବୋମା, ଔଷଧ ଏବଂ ଅନ୍ୟାନ୍ୟ ସାମଗ୍ରୀ ଉଦ୍ଧାର କରାଯାଇଥିଲା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!