Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଜ୍ରପାତରେ ମା ଶିଶୁ ମୃତ

by ସଞ୍ଜୟ ସ୍ୱାଇଁ
May 21, 2021
in Breaking, State
ବୃଦ୍ଧାଙ୍କୁ ଧକ୍କା ଦେଲା ବାଇକ: ବୃଦ୍ଧା ମୃତ, ବାଇକ ଚାଳକ ଗୁରୁତର
143
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): ବଜ୍ରପାତରେ ୨ଜଣ ମହିଳାଙ୍କ ସମେତ ଜଣେ ଶିଶୁର ମୃତ୍ୟୁ ହୋଇଛି । ଏଭଳି ଅଘଟଣ ଘଟିଛି ଢେଙ୍କିକୋଟ ଅଞ୍ଚଳରେ । ସୂଚନାନୁସାରେ, ଆଜି ଅପରାହ୍ନରେ କାଳବୈଶାଖୀ ବର୍ଷା ସହ ବଜ୍ରପାତ ହୋଇଥିଲା । କେନ୍ଦୁଝର ଜିଲ୍ଲା ଢେଙ୍କିକୋଟ ଅଞ୍ଚଳର ଏକ ଗଛ ମୂଳରେ ଝାଡ଼ଖଣ୍ଡରୁ ଆସିଥିବା କେତେକ ମହିଳା ପୁରୁଷ ଆସ୍ଥାୟୀ ତମ୍ବୁ ଟାଣି ରହୁଥିଲେ । ଘନ ଘନ ବଜ୍ରପାତ ମାରିବା ଯୋଗୁଁ ୨ଜଣ ମହିଳଙ୍କ ସମେତ ଜଣେ ଶିଶୁର ମୃତ୍ୟୁ ହୋଇଛି । ବଜ୍ରପାତରେ ମା ଶିଶୁଙ୍କର ମୃତ୍ୟୁ ହୋଇଛି । ଖବର ଜଣାପଡିବା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଝାଡ଼ଖଣ୍ଡରୁ ଆସି ଆସ୍ଥାୟୀ ତମ୍ବୁ ଟାଣି ଢେଙ୍କିକୋଟ ଅଞ୍ଚଳରେ ରହି ପ୍ଲାଷ୍ଟିକ୍ ଚେୟାର ଓ ବାଲଟି ବିକ୍ରି କରୁଥିବା ଜଣାପଡିଛି । ଉକ୍ତ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!