Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଣିଗୋଚ୍ଛା ଥାନା ସଟଡାଉନ

by ସଞ୍ଜୟ ସ୍ୱାଇଁ
May 21, 2021
in Nayagarh
ଜିଲ୍ଲାରେ କେଉଁଠି କେତେ କରୋନା ପଜେଟିଭ
270
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): କରୋନା ମହାମାରୀ ଏଭଳି ସ୍ଥିତି ସୃଷ୍ଟି କରି ଯେ, ପ୍ରଶାସନ ପ୍ରତ୍ୟେକ ଦିନ କିଛି ନା କିଛି ଅଞ୍ଚଳକୁ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଉଛି । ଏଭଳି ପରିସ୍ଥିତିରେ ଦଶପଲ୍ଲା ତହସିଲଦାର ଅକ୍ଷୟ କୁମାର ଖେମୁଣ୍ଡୁ ବାଣିଗୋଚ୍ଛା ଥାନାକୁ ଆଜି ସଂନ୍ଧ୍ୟା ୬ ଘଟିକାରୁ ୨୩ ତାରିଖ ପର୍ଯ୍ୟନ୍ତ ସଟଡାଉନ ଘୋଷଣା କରିଛନ୍ତି । ଥାନାର ଦୁଇ ଜଣ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!