Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପରଲୋକରେ ସମ୍ବିତ

by ସଞ୍ଜୟ ସ୍ୱାଇଁ
May 22, 2021
in State
ପରଲୋକରେ ସମ୍ବିତ
915
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଯୁବନେତା ଓ ଯୁବ ଉଦ୍ୟୋଗୀ ସମ୍ବିତ ନନ୍ଦ ପରଲୋକ ଘଟିଛି । କରୋନାରେ ଆକ୍ରାନ୍ତ ହୋଇ ସେ ଦୀର୍ଘଦିନ ଧରି ଚିକିତ୍ସିତ ହେଉଥିଲେ । ସେ ହେଉଛନ୍ତି ପୂର୍ବତନ ବିଧାୟକ ନବୀନ ନନ୍ଦଙ୍କ ପୁତ୍ର । ଇଂଜିନିୟର ହୋଇଥିଲେବି ସମ୍ବିତ ଚାକିରୀ ନକରି ନିଜେ ଉଦ୍ୟୋଗୀ ହେବାକୁ ପ୍ରୟାସ ଆରମ୍ଭ କରିଥିଲେ । ସ୍ଥାନୀୟ ଅଂଚଳର ଯୁବକମାନେ କିଭଳି କମ ଖର୍ଚ୍ଚରେ ସ୍ୱାବଲମ୍ବୀ ହୋଇ ପାରିବେ ସେଥିପ୍ରତି ସେ ସଦାସର୍ବଦା ପ୍ରୟାସ କରି ଆସୁଥିଲେ । ଚକୋଲେଟ ଉଦ୍ୟୋଗଠାରୁ ଆରମ୍ଭ କରି କୁଟୀର ଶିଳ୍ପ ପ୍ରତିଷ୍ଠା କରି ଅନେକଙ୍କ ପାଇଁ ନିଯୁକ୍ତିର ସୁଯୋଗ ସୃଷ୍ଟି କରିଥିଲେ । କରୋନା ସମୟରେ ସେ ଚାଷକାର୍ୟ୍ୟକୁ ଆପଣାଇ ଜୈବିକ ପଦ୍ଧତିରେ ଚାଷ ଉପରେ ଗୁରୁତ୍ୱାରୋପ କରିଥିଲେ । ଢେଙ୍କାନାଳ ଜିଲ୍ଲାର ଜଣେ ଲୋକପ୍ରିୟ ଯୁବ ନେତା ଭାବେ ସେ ବେଶ ପରିଚିତି ହାସଲ କରିଥିଲେ । ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ସେ ଜନତାଙ୍କ ହକ ପାଇଁ ଲଢେ଼ଇ କରି ଆସୁଥିଲେ । ତାଙ୍କ ମୃତ୍ୟୁକୁ ନେଇ ବହୁ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!