Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୁକୁଡା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ୧୦ ଚକିଆ ଟ୍ରକ, ଟ୍ରକ ଡ୍ରାଇଭର ମୃତ

by ସଞ୍ଜୟ ସ୍ୱାଇଁ
May 23, 2021
in Accident, State
କୁକୁଡା ବୋଝେଇ ପିକଅପ ଭ୍ୟାନକୁ ପିଟିଲା ୧୦ ଚକିଆ ଟ୍ରକ, ଟ୍ରକ ଡ୍ରାଇଭର ମୃତ
252
VIEWS
Share on FacebookShare on Twitter

କରଞ୍ଜିଆ (ବାଘୁଆବାର୍ତ୍ତା): ପିକଅପ ଭ୍ୟାନକୁ ପିଟିଲା ୧୦ ଚକିଆ ଟ୍ରକ । ଘଟଣାସ୍ଥଳରେ ଟ୍ରକ ଡ୍ରାଇଭର ମୃତ । ୪୯ ନମ୍ବର ଜାତୀୟ ରାଜପଥ ଅଙ୍ଗାରପଦା ନିକଟରେ ଏଭଳି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ରବିବାର ଦିନ ସକାଳେ ୪୯ ନମ୍ବର ଜାତୀୟ ରାଜପଥ ଅଙ୍ଗାରପଦା ନିକଟରେ ଦୁର୍ଘଟଣା ଘଟିଛି । ଏକ କକୁଡା ବୋଝେଇ ପିକଅପ ଭ୍ୟାନକୁ ଏକ ୧୦ ଚକିଆ ଟ୍ରକ ଧକ୍କା ଦେଇଛି । ଫଳରେ ଟ୍ରକ ଡ୍ରାଇଭରଙ୍କ ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଯାଇଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ । ସେପଟେ ଦୁର୍ଘଟଣା ସମ୍ପର୍କରେ ଖବର ପାଇ ଯଶୀପୁର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଛାନଭିନ ଜାରି ରଖିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!