Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ଦ୍ୱାରା ନକଲି ମଦ କାରଖାନା ଠାବ, ୨ ଗିରଫ

by ସଞ୍ଜୟ ସ୍ୱାଇଁ
May 23, 2021
in Crime, State
କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ଦ୍ୱାରା ନକଲି ମଦ କାରଖାନା ଠାବ, ୨ ଗିରଫ
130
VIEWS
Share on FacebookShare on Twitter

ଭଦ୍ରକ (ବାଘୁଆବାର୍ତ୍ତା): ନକଲି ବିଦେଶୀ ମଦ ତିଆରି କାରଖାନା ଠାବ ଦୁଇ ଗିରଫ । କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ଦ୍ୱାରା ବାସୁଦେବପୁର ବ୍ଳକର ଆର୍ତ୍ତୁ ପଞ୍ଚାୟତ କାର୍ଯ୍ୟାଳୟ ନିକଟକୁ ବିଦେଶୀ ନକଲି ହାତ ତିଆରି ମଦ କାରଖାନା ଠାବ କରାଯାଇଛି । ଏଠାରେ ଦୀର୍ଘଦିନ ହେବ ଏହି ନକଲି ମଦ ତିଆରି କାରଖାନା ଚାଲୁଥିଲା । କୌଣସି ସୂତ୍ରରୁ ଖବର ପାଇ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ଚଢ଼ଉ କରିଥିଲା । ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି । ଏମାନେ ସେହି ଗ୍ରାମର ଅକ୍ଷୟ ବେହେରା ଓ ପର୍ଶୁରାମ ସନ୍ଦିବିଗ୍ରହ ବୋଲି ଜଣାପଡିଛି । ଏମାନଙ୍କଠାରୁ ନଗଦ ୩୦ ହଜାର ଟଙ୍କା, ୧୦୦ ଲିଟର ବିଦେଶୀ ନକଲି ମଦ, କେମିକାମଲ, ବହୁ ନାମୀଦାମୀ କମ୍ପାନୀର ଲୋଗୋ, ଓଡିଶା ସରକାରଙ୍କ ଷ୍ଟିକର ଲୋଗୋ, ମଦ କମ୍ପାନୀ ଷ୍ଟିକର, ମଦ ବୋତଲ ଠିପି, ମଦ ତିଆରି ଯନ୍ତ୍ରାଂଶ ଜବତ କରିଛନ୍ତି । ଦୀର୍ଘ ୧ ମାସ ଧରି ଏହା ଉପରେ ନଜର ରଖିଥିଲା କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!