Saturday, July 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୁଲା ଗାଈ ଗୋରୁ ଓ କୁକୁର ଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଦ୍ୱିତୀୟ ପର୍ୟ୍ୟାୟ ରେ ପଞ୍ଚାବନ ଲଷ ଟଙ୍କା ସହାୟତା

by ସଞ୍ଜୟ ସ୍ୱାଇଁ
May 23, 2021
in State
ବୁଲା ଗାଈ  ଗୋରୁ ଓ କୁକୁର ଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ  ଦ୍ୱିତୀୟ ପର୍ୟ୍ୟାୟ ରେ ପଞ୍ଚାବନ ଲଷ ଟଙ୍କା ସହାୟତା
104
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟା ର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ମହାନଗର ନିଗମ ୪୮ ଟି ମ୍ୟୁନିସପାଲଟି ଓ ୬୧ ଟିଏନ୍ଏ ସି ମାନଙ୍କୁ ପଞ୍ଚାବନ ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି । ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ । ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା, କଟକ, ସମ୍ବଲପୁର, ରାଉରକେଲା ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା, ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନ ଏ ସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ । ସୂଚନାଯୋଗ୍ୟ ଯେ ଗତ ନ୍ଅ ତାରିଖ ଦିନ ଏହି ଉଦ୍ଦେଶ୍ୟ ରେ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠି ରୁ ଷାଠିଏ ଲଷ ଟଙ୍କା ମଞୁର କରାଯାଇଥିଲା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!