Saturday, July 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଲେଶ୍ୱରରେ ବାତ୍ୟା ପ୍ରସ୍ତୁତି ସମୀକ୍ଷା କଲେ ଏସଆରସି

by ସଞ୍ଜୟ ସ୍ୱାଇଁ
May 23, 2021
in Planning and Development, State
ବାଲେଶ୍ୱରରେ ବାତ୍ୟା ପ୍ରସ୍ତୁତି ସମୀକ୍ଷା କଲେ ଏସଆରସି
67
VIEWS
Share on FacebookShare on Twitter

ବାଲେଶ୍ୱର (ବାଘୁଆବାର୍ତ୍ତା): ବାତ୍ୟା ‘ୟଶ’ ଯୋଗୁଁ ପ୍ରଭାବିତ ହୋଇପାରେ ଓଡିଶା ଦୁଇଟି ଜିଲ୍ଲା । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ବାତ୍ୟା ୨୬ ତାରିଖ ସଂଧ୍ୟା ସୁଦ୍ଧା ପଶ୍ଚିମବଙ୍ଗ ସମେତ ଓଡିଶା ଓ ବାଂଲାଦେଶ ଉପକୂଳରେ ସ୍ଥଳଭାଗ ଅତିକ୍ରମ କରିପାରେ । ସେହି ସମୟରେ ଓଡିଶା ୨ଟି ଜିଲ୍ଲା ଯଥା ବାଲେଶ୍ୱର ଓ ଭଦ୍ରକ ବିଶେଷଭାବେ ପ୍ରଭାବିତ ହେବାର ଓଡିଶାର ୨ଟି ଜିଲ୍ଲା ଯଥା ବାଲେଶ୍ୱର ଓ ଭଦ୍ରକ ବିଶେଷଭାବେ ପ୍ରଭାବିତ ହେବାର ଆଶଙ୍କା ରହିଛି । ଏହି ଜିଲ୍ଲାରେ କିଭଳି ପ୍ରସ୍ତୁତ କରାଯାଇଛି ତାର ସମୀକ୍ଷା କରିଛନ୍ତି ବାଲେଶ୍ୱର ଗସ୍ତ କରିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର । କରୋନା ସମୟରେ ଝଡ ହେଲେ କିଭଳି ଲୋକଙ୍କୁ ସୁରକ୍ଷିତ ସ୍ଥାନାନ୍ତର କରାଯିବ ଏବଂ ଖାଦ୍ୟ ସାମଗ୍ରୀ ଯୋଗାଇ ଦିଆଯିବ ତାର ଅନୁଧ୍ୟାନ କରିଛନ୍ତି । ଘରୁ କେହି ନବାହାରିବା ପାଇଁ ପରାମର୍ଶ ଦେଇଛନ୍ତି । ଅନେକ ଲୋକ ଆମ୍ବ ଗୋଟାଇବାଠାରୁ ଆରମ୍ଭ କରି ଅଯଥା କାର୍ଯ୍ୟରେ ବାହାରକୁ ବାହାରନ୍ତି ସେଥିପାଇଁ ଅନେକ ଜୀବନ ଚାଲି ଯାଏ । ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ କହିଛନ୍ତି । ସବୁ ବିଭାଗ ସଜାଗ ଅଛନ୍ତି ଡରିବାର ନାହିଁ ବୋଲି ପରାମର୍ଶ ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!