Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୂଆ ୨୪୬ ଆକ୍ରାନ୍ତ, ଜଣେ ମୃତ

by ସଞ୍ଜୟ ସ୍ୱାଇଁ
May 24, 2021
in Nayagarh
ଜିଲ୍ଲାରୁ ଆଜି ୮ ଆକ୍ରାନ୍ତ, ଦଶପଲ୍ଲାରୁ ୫
400
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ଦିନକୁ ଦିନ ଭୟଙ୍କର ହୋଇ ଚାଲିଛି । ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବା ଆଜି ୨୪୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ସକ୍ରିୟ ମାମଲା ୨୮୫୯ ବୋଲି ଜଣାଯାଇଛି । ଜିଲ୍ଲାରୁ ଆଜି ଜଣେ ୩୭ ବର୍ଷିୟ ପୁରୁଷ ବ୍ୟକ୍ତିଙ୍କ ମୃତ୍ୟୁ ନେଇ ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଫଳରେ ଜିଲ୍ଲାରେ କରୋନା ମାହମାରୀରେ ୪୯ ଜଣଙ୍କ କରୋନା ମୃତ୍ୟୁ ହୋଇଥିବା ବେଳେ ୨ ଜଣ କରୋନା ଆକ୍ରାନ୍ତ ହୋଇ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଥିବା ଜଣାଯାଇଛି । ଦ୍ୱିତୀୟ ଲହର କରୋନା ସମୟରେ ବହୁ ବ୍ୟକ୍ତିଙ୍କ ମୃତ୍ୟୁ ଘଟୁଥିବା ସୂଚନା ମିଳିଛି ।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!