Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଦ ଆଡ୍ଡା ଉପରେ ଚଢଉ: ଦୁଇ ଗିରଫ୍

by ସଞ୍ଜୟ ସ୍ୱାଇଁ
May 24, 2021
in Breaking, Nayagarh
ମଦ ଆଡ୍ଡା ଉପରେ ଚଢଉ: ଦୁଇ ଗିରଫ୍
385
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଇଟାମାଟି ଥାନା ପୁଲିସ ପକ୍ଷରୁ ଦୁଇଟି ମଦ ଆଡ୍ଡା ଉପରେ ଚଢଉ କରାଯାଇଛି । ଚଢଉ ବେଳେ ପୁଲିସ୍ ୮ଲିଟର ମଦ ଜବତ କରାଯାଇଥିବା ବେଳେ ଦୁଇ ଜଣ ଅଭିଯୁକ୍ତକୁ ଗିରଫ୍ କରାଯାଇଛି । ସୂଚନାନୁସାରେ, ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅନ୍ତର୍ଗତ ଇଟାମାଟି ଅଞ୍ଚଳର ଦୁଇଟି ସ୍ଥାନରେ ମଦ ଆଡ୍ଡା ଜମୁଥିବା ବେଳେ ପୁଲିସ୍ ବିଶେଷ ସୁତ୍ରରୁ ଖବର ପାଇଁ ଚଢଉ କରିଥିଲା । ଚଢଉ ସମୟରେ କୁମର ସାହୁ(୪୫) ଓ ଗଙ୍ଗାଧର ସାହୁ(୩୩) ଉଭୟଙ୍କ ଠାରୁ ୪ଲିଟର ଲେଖାଏଁ ୮ଲିଟର ଦେଶି ମଦ ଜବତ କରିବା ଉଭୟଙ୍କୁ ଥାନାକୁ ଆଣିଥିଲେ । ଥାନାରେ ଉଭୟଙ୍କ ନାମରେ କେସ୍ ନଂ- ୭୩/୨୧ ଓ ୭୪/୨୧ରେ ଦୁଇଟି ମାମଲା ଋଜୁ କରି ଗିରଫ୍ କରାଯାଇ ଆଜି କୋର୍ଟ ଚାଲାଣ କରାଯାଇଥିବା ନେଇ ଭାରାପ୍ରାପ୍ତ ଥାନା ଅଧିକାରୀ ବସନ୍ତ କୁମାର ସାହୁ ସୂଚନା ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!