Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଧାମରା ପାଖରେ ସ୍ଥଳଭାଗ ଅତିକ୍ରମ କରିବ ‘ୟାସ’

by ସଞ୍ଜୟ ସ୍ୱାଇଁ
May 25, 2021
in State
ଧାମରା ପାଖରେ ସ୍ଥଳଭାଗ ଅତିକ୍ରମ କରିବ ‘ୟାସ’
134
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ଧାମରା ପାଖରେ ସ୍ଥଳଭାଗ ଅତିକ୍ରମ କରିବ ବାତ୍ୟା ୟାସ । ଆସନ୍ତା କାଲି ଭୋର ସୁଦ୍ଧା ଧାମରା ପାଖରେ ଏହା କନ୍ଦ୍ରେୀଭୁୂତ ହେବ । ୨୬ ତାରିଖ ଦ୍ୱିପ୍ରହରରେ ୟାସ ସ୍ଥଳଭାଗ ଅତିକ୍ରମ କରିବ । ଧାମରାର ଉତ୍ତରକୁ ଓ ବାଲେଶ୍ୱରର ଦକ୍ଷିଣକୁ ସ୍ଥଳଭାଗ ଅତିକ୍ରମ କରିବ ବୋଲି ସୂଚନା ଦେଇଛନ୍ତି ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର । ଧାମରା ଓ ଚାନ୍ଦବାଲିରେ ସବୁଠାରୁ ବେଶି କ୍ଷତି ଘଟାଇବ ବୋଲି ସେ କହିଛନ୍ତି । ଏହା ସହ ୨୬ ତାରିଖ ସକାଳୁ ବାତ୍ୟାର ପ୍ରଭାବ ଉପକୂଳରେ ପଡିବ । ବିଶେଷ କରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁରରେ ୟାସର ପ୍ରଭାବ ପଡିବ । ସେହିଭଳି ଆଜି ସନ୍ଧ୍ୟା ସୁଦ୍ଧା ୟାସ ଅତି ଭୀଷଣ ବାତ୍ୟାରେ ପରିଣତ ହେବ ବୋଲି ଆକଳନ କରିଛନ୍ତି ଆଇଏମଡି ମହାନିର୍ଦ୍ଦେଶକ । ସ୍ଥଳଭାଗ ଛୁଇଁବାର ପୂର୍ବ ଓ ପର ୬ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!