Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ବାଲେଶ୍ବର ପଠାଇଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
May 25, 2021
in Nayagarh
କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ବାଲେଶ୍ବର ପଠାଇଲେ ମୁଖ୍ୟମନ୍ତ୍ରୀ
217
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ବାତ୍ୟା ୟାସ୍ ବାଲେଶ୍ୱର ନିକଟରେ ସ୍ଥଳଭାଗ ଛୁଇଁବା ନେଇ ଆକଳନ ପରେ ଜିଲ୍ଲାକୁ ଗଲେ ଶକ୍ତିମନ୍ତ୍ରୀ । କ୍ୟାପଟେନ ଦିବ୍ୟଶଙ୍କର ମିଶ୍ରଙ୍କୁ ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିଠାରେ ରହି ବାତ୍ୟା ସ୍ଥିତିର କରିବେ ଅନୁଧ୍ୟାନ କରିବେ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର। ସେପଟେ, ଅତିଭୀଷଣ ବାତ୍ୟା ଆକାରରେ ୟାସ୍ କେଉଁଠି ସ୍ଥଳଭାଗ ଛୁଇଁବ ତାର ଆକଳନକୁ ପରିବର୍ତ୍ତନ କଲା ଭାରତୀୟ ପାଣିପାଗ ବିଭାଗ । ଆଇଏମଡି ଜାରି କରିଥିବା ତାଜା ବୁଲେଟିନରେ ବାତ୍ୟା ଚାନ୍ଦବାଲିରୁ ଧାମରା ବନ୍ଦର ମଧ୍ୟରେ ଲ୍ୟାଣ୍ଡଫଲ କରିପାରେ ବୋଲି କୁହଯାଇଛି । ଧାମରାର ଦକ୍ଷିଣ ଏବଂ ଚାନ୍ଦବାଲିର ଉତ୍ତର ପଟକୁ ଏହା ସ୍ଥଳଭାଗ ଛୁଇଁପାରେ । ଆସନ୍ତାକାଲି ସକାଳ ସୁଧା ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଯିବ ଏବଂ ମଧ୍ୟାହ୍ନ ସୁଧା ଅତିଭୀଷଣ ବାତ୍ୟା ଆକାରରେ ୟାସ୍ ସ୍ଥଳଭାଗକୁ ଅତିକ୍ରମ କରିବ । ଲ୍ୟାଣ୍ଡଫଲ ସମୟରେ ଏହା ଧାମରା ଓ ଚାନ୍ଦବାଲିରେ ବ୍ୟାପକ କ୍ଷୟକ୍ଷତି ଘଟାଇବ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!