Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାତ୍ୟା ସ୍ଥିତି ଓ ମୁକାବିଲା ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
May 25, 2021
in State
ଟିକାରୁ ଜିଏସଟି ଛାଡ ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ
85
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା):  ଅତି ଭୀଷଣ ବାତ୍ୟା ୟାସ ଓଡ଼ିଶା ଆଡ଼କୁ ମାଡ଼ି ଆସୁଥିବାବେଳେ ଏହାର ମୁକାବିଲା ପାଇଁ ପ୍ରଶସନର ପ୍ରସ୍ତୁତି ଚୂଡ଼ାନ୍ତ ସ୍ତରରେ ପହଞ୍ଚିଛି । ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାତ୍ୟା ସ୍ଥିତି ଓ ପ୍ରଶାସନର ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ଶୂନ ଜୀବନହାନୀ ଉପରେ ଗୁରୁତ୍ବ ଦେବାକୁ ଏହି ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ବାତ୍ୟାର ସ୍ଥିତି ଉପରେ ନଜର ରଖାଯ଼ାଇଛି ଓ ମୁକାବିଲା ପାଇଁ ସବୁପ୍ରକାରର ପ୍ରସ୍ତୁତି କରାଯ଼ାଇଛି ।ଏହା ସହିତ ପ୍ରଶାସନକୁ ସହଯ଼ୋଗ କରିବାକୁ ସେ ଲୋକମାନଙ୍କୁ ନିବେଦନ କରିଛନ୍ତି । ଏହି ଅବସରରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ସ୍ବତନ୍ତ୍ର ରିଲିଫ କମିଶନର (ଏସଆରସି) ପ୍ରଦୀପ ଜେନା ମୁଖ୍ୟମନ୍ତ୍ରୀଙ୍କୁ ବାତ୍ୟା ସ୍ଥିତି ଓ ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ଅବଗତ କରାଇଥିଲେ । ଏସଆରସି ଜେନା କହିଥିଲେ ଯ଼େ, ବାତ୍ୟା ଆସନ୍ତା କାଲି ଧାମରା ନିକଟରେ ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଆଜି ଅପରାହ୍ଣ ୩ଟା ସୁଦ୍ଧା ପ୍ରାୟ ଅଢେଇ ଲକ୍ଷ୍ୟ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯ଼ାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!