Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏଚପିସିଏଲ୍ ପ୍ଲାଣ୍ଟରେ ଅଗ୍ନିକାଣ୍ଡ

by ସଞ୍ଜୟ ସ୍ୱାଇଁ
May 25, 2021
in State
ଏଚପିସିଏଲ୍ ପ୍ଲାଣ୍ଟରେ ଅଗ୍ନିକାଣ୍ଡ
147
VIEWS
Share on FacebookShare on Twitter

ବିଶାଖାପାଟନମ୍, (ବାଘୁଆବାର୍ତ୍ତା): ଆନ୍ଧ୍ରପ୍ରଦେଶ ବିଶାଖାପାଟନମ୍ ସ୍ଥିତ ଏକ ଏଚପିସିଏଲ ପ୍ଲାଣ୍ଟରେ ଭୟାନକ ଅଗ୍ନିକାଣ୍ଡ ଘଟିଛି । ଖବର ପାଇ ଅଗ୍ନିଶମ ବିଭାଗର କର୍ମଚାରୀ ଘଟଣାସ୍ଥଳ ପହଞ୍ଚି ନିଆଁକୁ ଆୟତ୍ତ କରୁଥିବା ଜଣାପଡିଛି । ଏଚପିସିଏଲର ୟୁନିଟ୍ ୩ ପ୍ଲାଣ୍ଟରେ ଏକ ବିସ୍ପୋରଣ ହୋଇଥିଲା । ଉକ୍ତ ବିସ୍ପୋରଣରେ ଭୟାନକ ଅଗ୍ନିକାଣ୍ଡ ଘଟିଥିବା ବେଳେ ୫ଟି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି । ଅଗ୍ନିକାଣ୍ଡରେ ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତି ହୋଇନଥିବା ଜଣାପଡିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!