Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୁବୋଧ ଜୈସିୱାଲ ହେଲେ ସିବିଆଇ ମହା ନିର୍ଦ୍ଦେଶକ

by ସଞ୍ଜୟ ସ୍ୱାଇଁ
May 25, 2021
in Breaking, NATIONAL NEWS
ସୁବୋଧ ଜୈସିୱାଲ ହେଲେ ସିବିଆଇ ମହା ନିର୍ଦ୍ଦେଶକ
253
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଲା । ଶେଷରେ ସୁବୋଧ ଜୈସିୱାଲଙ୍କ ମୁଣ୍ଡରେ ସୁନାକଳସ ଢାଳିଲେ କେନ୍ଦ୍ର ସରକାର । ସିବିଆଇ ମହା ନିର୍ଦ୍ଦେଶକ ଭାବେ ସୁବୋଧ ଜୈସିୱାଲଙ୍କୁ ନୂତନ ନିଯୁକ୍ତ କରାଯାଇଛି । ଜୈସିୱାଲ ଏହି ପଦରେ ୨ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟ କରିବେ । ସୂଚନାନୁସାରେ, ସିବିଆଇ ର ମୁଖ୍ୟ କିଏ ହେବା ତାକୁ ନେଇ କଳ୍ପନା ଜଳ୍ପନା ଲାଗି ରହିଥିଲା । ଏହାର ଅନ୍ତ ଘଟିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ୩ଜଣିଆ କମିଟିରେ ନିଷ୍ପତ୍ତି କ୍ରମେ ଆଇପିଏସ ସୁବୋଧ ଜୈସିୱାଲଙ୍କୁ ନୂତନ ସିବିଆଇ ର ମୁଖ୍ୟ ଭାବେ ନିଯୁକ୍ତି ପାଇଛନ୍ତି । ଜୈସିୱାଲ ସିଆଇଏସଏଫ୍ ର ମୁଖ୍ୟ ଭାବେ କାର୍ଯ୍ୟ କରୁଛନ୍ତି । ଏନେଇ ଆଜି ଭାରତ ସରକାରଙ୍କ ପକ୍ଷରୁ ନୂଆ ନିଯୁକ୍ତ ସଂକ୍ରାନ୍ତରେ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!