Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାତ୍ୟା ‘ୟଶ’ର ଲ୍ୟାଣ୍ଡଫଲ ଆରମ୍ଭ, ୩ ରୁ ୪ ଘଣ୍ଟା କରିବ ତାଣ୍ଡବ ଲୀଳା

by ସଞ୍ଜୟ ସ୍ୱାଇଁ
May 26, 2021
in State
ବାତ୍ୟା ‘ୟଶ’ର ଲ୍ୟାଣ୍ଡଫଲ ଆରମ୍ଭ, ୩ ରୁ ୪ ଘଣ୍ଟା କରିବ ତାଣ୍ଡବ ଲୀଳା
183
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଠିକ ୯ଟା ବେଳେ ଧାମରା ଠାରେ ପହଞ୍ଚିଛି ବାତ୍ୟା ‘ୟଶ’ ବର୍ତ୍ତମାନ ଅତି ଭୀଷଣ ରୂପରେ ଥିବା ବାତ୍ୟା ‘ୟଶ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ଧାମରା ଓ ଏହାର ଆଖପାଖ ଅଞ୍ଚଳରେ ଏହା ଲ୍ୟାଣ୍ଡଫଲ କରୁଛି । ଏହି ସମୟରେ ପବନର ବେଗ ୧୩୦ ରୁ ୧୪୦ କିମି ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଲ୍ୟାଣ୍ଡଫଲ ପ୍ରକ୍ରିୟା ୩ ରୁ ୪ ଘଣ୍ଟା ଧରି ଚାଲିବ ଓ ଏହି ସମୟରେ ବ୍ୟାପକ କ୍ଷୟକ୍ଷତି ଘଟିବାର ଆଶଙ୍କା ଥିବା ବିଭାଗ ପକ୍ଷରୁ ଆକଳନ କରାଯାଇଛି । ସେହିପରି ବର୍ତ୍ତମାନ ‘ୟଶ’ ବାଲେଶ୍ୱର ଠାରୁ ୫୦ କିମି ଦୂରରେ ରହିଛି । ମଧ୍ୟାହ୍ନ ୧ଟା ସୁଦ୍ଧା ଏହା ଉତ୍ତର ଧାମରା ଓ ଦକ୍ଷିଣ ବାଲେଶ୍ୱର ଦେଇ ଉପକୂଳ ଅତିକ୍ରମ କରିବ । ଲ୍ୟାଣ୍ଡଫଲ ଚାଲିଥିବାରୁ ସମୁଦ୍ର ଜୁଆର ଉଠିବାର ଆଶଙ୍କା ରହିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!