Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାତ୍ୟା ପରେ ରାଜ୍ୟରେ ବଢ଼ିପାରେ ସଂକ୍ରମଣ

by ସଞ୍ଜୟ ସ୍ୱାଇଁ
May 26, 2021
in State
ବାତ୍ୟା ପରେ ରାଜ୍ୟରେ ବଢ଼ିପାରେ ସଂକ୍ରମଣ
299
VIEWS
Share on FacebookShare on Twitter

ଭୁବନେଶ୍ୱର: (ବାଘୁଆବାର୍ତ୍ତା): ବାତ୍ୟା ୟାସ ଏବେ ଉତ୍ତର ଓଡିଶାରେ ତାଣ୍ଡବ ରଚିବା ସହିତ ଲ୍ୟାଣ୍ଡଫଲ କରିସାରିଛି । ଓଡିଶା ସରକାର ମଧ୍ୟ ଏହାକୁ ମୁକାବିଲା କରିବା ସହିତ ଏବେ ଉଦ୍ଧାର କାର୍ଯ୍ୟରେ ଲାଗିପଡିଛନ୍ତି । ହେଲେ ବାତ୍ୟା ଯିବା ପରେ ରାଜ୍ୟରେ କରୋନା ସଂକ୍ରମଣ ବଢ଼ିପାରେ ବୋଲି ଆଶଙ୍କା ପ୍ରକାଶ କରିଛନ୍ତି ବରିଷ୍ଠ ଡାକ୍ତର ଅଶୋକ ମହାପାତ୍ର । ତାଙ୍କ କହିବା ମୁତାବକ, ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ନେବାକୁ ପ୍ରଶାସନ ବାତ୍ୟା ସମୟରେ ଜୋର ଦେଇଥିଲା । ବାତ୍ୟା ଆଶ୍ରୟସ୍ଥଳୀରେ କରୋନା ଗାଇଡଲାଇନ ମଧ୍ୟ ପାଳନ କରାଯାଉଥିଲା । ହେଲେ କିଛି ଅଶ୍ରୟସ୍ଥଳୀରେ ମଧ୍ୟ କୋଭିଡ ଗାଇଡଲାଇନ ପାଳନ ହେଉନଥିଲା । ଲୋକମାନେ ମାସ୍କ ନପିନ୍ଧିବା ସହିତ ସାମାଜିକ ଦୂରତାକୁ ପାଳନ କରୁନଥିଲେ । ଯେଉଁ କାରଣରୁ ଆଗାମୀ ଦିନରେ ରାଜ୍ୟରେ ସଂକ୍ରମଣ ବଢ଼ିପାରେ ବୋଲି ଅନୁମାନ କରାଯାଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!