Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୭ ଦିନର ରିଲିଫ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
May 26, 2021
in State
୭ ଦିନର ରିଲିଫ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
197
VIEWS
Share on FacebookShare on Twitter

ଭୁବନେଶ୍ୱର: (ବାଘୁଆବାର୍ତ୍ତା): ବାତ୍ୟା ୟାସ ଆଜି ଉତ୍ତର ଓଡିଶାରେ ତାଣ୍ଡବ ରଚିବା ପରେ ଏବେ ବାତ୍ୟା ପୀଡିତଙ୍କ ପାଇଁ ୭ ଦିନର ରିଲିଫ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ବାତ୍ୟା ୟସ ନେଇ ସ୍ଥିତି ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ ଏହି ବଡ ଘୋଷଣା କରିଛନ୍ତି । ତେବେ ପାଣି ଘେରରେ ଥିବା ୧୨୮ ଗାଁକୁ ଏହି ୭ ଦିନର ରିଲିଫ ମିଳିବ ବୋଲି କୁହାଯାଇଛି । ଅନ୍ୟପଟେ ଆସନ୍ତା ୨୪ ଘଣ୍ଟା ଭିତରେ ପ୍ରମୁଖ ରାସ୍ତାର ପୁନରୁଦ୍ଧାର କାମ ଶେଷ ହେବ । କେବଳ ସେତିକି ନୁହେଁ, ୨୪ ଘଣ୍ଟା ଭିତରେ ପ୍ରଭାବିତ ହୋଇଥିବା ଜିଲ୍ଲାରେ ୮୦ ପ୍ରତିଶତ ବିଜୁଳି ଯୋଗାଇ ଦିଆଯିବ ବୋଲି କୁହାଯାଇଛି । ତା ସହିତ ମୁଖ୍ୟମନ୍ତ୍ରୀ ସ୍ଥାନାନ୍ତରଣ ପାଇଁ ପୋଲିସ ଓ ଜିଲ୍ଲା ପ୍ରଶାସନକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି । ତା ସହିତ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ମଧ୍ୟ ନବୀନ ଧନ୍ୟବାଦ ଜଣାଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!