Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖଣି ମାଫିଆ ଅନୀ ଗିରଫ

by ସଞ୍ଜୟ ସ୍ୱାଇଁ
May 27, 2021
in Feature News
ଖଣି ମାଫିଆ ଅନୀ ଗିରଫ
507
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଚାନ୍ଦପୁର ପୁଲିସ ଆଜି ଜଣେ ଖଣି ମାଫିଆ ଗିରଫ କରିଛି । ଗିରଫ ମାଫିଆ ହେଲେ ହେଲେ ମୟୁରଝାଲିଆ ଗ୍ରାମର ଅନିରୁଦ୍ଧ ଓରଫ ଅନୀ । ବିଭିନ୍ନ ଅପରାଧିକ ମାମଲାରେ ଅନୀ ସାମିଲି ଥିବା ବେଳେ ତାଙ୍କ ନାମରେ ୩ ଟି ପଥର ଖଣି ମାମଲା ରହିଥିଲା । ଆଜି ଚାନ୍ଦପୁର ଥାନା ଅଧିକାରୀ ରଶ୍ମି ରଞ୍ଜନ ଦାଶଙ୍କ ନେତୃତ୍ୱରେ ଏକ ଟିମ ତାଙ୍କୁ ଗିରଫ କରିଥିବା ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!