Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଢାବାରୁ ବିଦେଶୀ ମଦ ଜବତ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
May 28, 2021
in Crime, State
ଢାବାରୁ ବିଦେଶୀ ମଦ ଜବତ, ଜଣେ ଗିରଫ
49
VIEWS
Share on FacebookShare on Twitter

ବଲାଙ୍ଗୀର (ବାଘୁଆବାର୍ତ୍ତା): ଆର୍ୟ୍ୟାନ୍ ଢାବା ଉପରେ ପୁଇଁତଳା ପୁଲିସ ଅଚାନକ ଚଢଉ କରି ବିଦେଶୀ ମଦ ଜବତ କରିବା ସହିତ ଜଣଙ୍କୁ ଗିରଫ କରିଛି । ସୂଚନାନୁସାରେ, ବଲାଙ୍ଗୀର ଜିଲ୍ଲା ପୁଇଁତଳା ଥାନା ଅନ୍ତର୍ଗତ ମଲମୁଣ୍ଡାଠାରେ ଥିବା ଆର୍ଯ୍ୟାନ ଢାବା ଉପରେ ଗତକାଲି ବିଳମ୍ବିତ ରାତିରେ ପୁଇଁତଳା ଥାନା ଅଧିକାରୀ ଯଶୋବନ୍ତ ପ୍ରଧାନୀଙ୍କ ନେତୃତ୍ଵରେ ଏକ ଟିମ ଅଚାନକ ଚଢାଉ କରାଯାଇଥିଲା। ଏହି ସମୟରେ ଢାବାରୁ ବିଭିନ୍ନ ନାମୀଦାମୀ ବ୍ରାଣ୍ଡ୍ ର ୧୫୩ ବୋତଲ ବିଦେଶୀ ମଦ ଓ ବିଅର୍ ଜବତ କରାଯାଇଛି । ବେଆଇନ ମଦ କାରବାର ଚଳାଇଥିବା ଅଭିଯୋଗରେ ପୁଇଁତଳା ପୁଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲା କୁଟେନପାଲି ଗାଁର ନିମେଇଁ ମାଝୀ ବୋଲି ଜଣାପଡିଛି। ଅଭିଯୁକ୍ତ ନିମେଇଁକୁ ଆଜି କୋର୍ଟ ଚାଲାଣ କରାଯାଇଥିବା ନେଇ ପୁଇଁତଳା ଥାନା ଅଧିକାରୀ ଯଶୋବନ୍ତ ପ୍ରଧାନୀ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!