Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦିଦିଙ୍କୁ ଅପେକ୍ଷା କଲେ ମୋଦୀ

by ସଞ୍ଜୟ ସ୍ୱାଇଁ
May 28, 2021
in State
ଦିଦିଙ୍କୁ ଅପେକ୍ଷା କଲେ ମୋଦୀ
372
VIEWS
Share on FacebookShare on Twitter

କୋଲକାତା, (ବାଘୁଆବାର୍ତ୍ତା): ବଙ୍ଗୋପସାଗରରେ ସାମୁଦ୍ରିକ ବାତ୍ୟା ‘ୟଶ’ ସୃଷ୍ଟି ହୋଇ ଓଡ଼ିଶା ଓ ପଶ୍ଚିମବଙ୍ଗ ରାଜ୍ୟର କେକେତ ଜିଲ୍ଲାରେ କ୍ଷୟକ୍ଷତି ହୋଇଥିବା ବେଳେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗସ୍ତ କରିଥିଲେ । ପ୍ରଧାନମନ୍ତ୍ରୀ ପ୍ରଥମେ ଓଡ଼ିଶା ଗସ୍ତ କରି ବିଭିନ୍ନ ବାତ୍ୟାଞ୍ଚଳ ଆକାଶ ମାର୍ଗରୁ ବୁଲି ଦେଖି ପଶ୍ଚିମବଙ୍ଗ ରାଜ୍ୟ ଗସ୍ତ କରିଥିଲେ । ସେଠାରେ ପ୍ରଧାନମନ୍ତ୍ରୀ ପହଞ୍ଚି ପ୍ରାୟ ଅଧଘଣ୍ଟା ଅପେକ୍ଷା କରିବା ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆସିଥିଲେ । ପଶ୍ଚିବଙ୍ଗର କ୍ଷତିକ୍ଷତି ରିପୋର୍ଟର କିଛି କାଗଜପତ୍ର ଦେଇ ସମୀକ୍ଷା ବୈଠକ ଚାଲିଥିବା ବେଳେ ଚାଲିଯାଇଥିଲେ । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସମୀକ୍ଷା ବୈଠକରେ ପ୍ରଧାନମନ୍ତ୍ରୀ ଓ ରାଜ୍ୟପାଳ ଅଧଘଣ୍ଟା ଧର ଅପେକ୍ଷା କରିଥିଲେ । ହେଲେ ଦିଦି ଆସିଲେ କଗଜପତ୍ର ଦେଇ ବିନା କଥାବାର୍ତ୍ତାରେ ଚାଲିଯାଇଥିଲେ । ଦିଦି ଉକ୍ତ ବୈଠକରେ ସଂପୂର୍ଣ୍ଣ ଉପସ୍ଥିତ ନରହିବାରୁ ବାଧ୍ୟ ହୋଇ ବିରୋଧି ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ । ଦିଦି ସମୀକ୍ଷା ବୈଠକରେ ସଂପୂର୍ଣ୍ଣ ଉପସ୍ଥିତ ନରହି ଥିଲେ ମଧ୍ୟ କେନ୍ଦ୍ର ସରକାରଙ୍କ ପକ୍ଷରୁ ପଶ୍ଚିମବଙ୍ଗ ରାଜ୍ୟକୁ ବାତ୍ୟା ‘ୟଶ’ କ୍ଷୟକ୍ଷତି ପାଇଁ ୫୦୦ କୋଟି ଟଙ୍କା ସହାୟତା ଯୋଗାଇ ଦେବାକୁ ଘୋଷଣା କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!