Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲୁଟେରା ଲୁଟିନେଲେ ସବୁ, ହୋଇଥାନ୍ତା ଝିଅ ବାହାଘର

by ସଞ୍ଜୟ ସ୍ୱାଇଁ
May 29, 2021
in Crime, State
ଲୁଟେରା ଲୁଟିନେଲେ ସବୁ, ହୋଇଥାନ୍ତା ଝିଅ ବାହାଘର
425
VIEWS
Share on FacebookShare on Twitter

ଖୋର୍ଦ୍ଧା (ବାଘୁଆବାର୍ତ୍ତା): ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ଠାକୁରପଡ଼ା ଗାଁରୁ ବଡ଼ ଧରଣର ଚୋରି ହୋଇଛି। ଲୁଟେରାମାନେ ଗାଁର ପ୍ରକାଶ ସାହୁଙ୍କ ଘରୁ ସୁନାଗହଣା ସମେତ ୫ ଲକ୍ଷ ଟଙ୍କା ନେଇ ଯାଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ପ୍ରକାଶ ତାଙ୍କ ଝିଅର ବାହାଘର ପାଇଁ ସୁନାଗହଣା ସହିତ ଘରେ ନଗଦ ୫ ଲକ୍ଷ ଟଙ୍କା ରଖିଥିଲେ। ଗତକାଲି ରାତିରେ ପରିବାରର ସମସ୍ତ ସଦସ୍ୟ ଗୋଟିଏ ରୁମ୍‌ରେ ଶୋଇଥିଲେ। ଲୁଟେରାମାନେ ବାରିପଟ ଝରକା ତାଡ଼ି ଘର ଭିତରେ ପଶିଥିଲେ ଓ ସବୁ ସୁନାଗହଣା ଏବଂ ଟଙ୍କା ନେଇ ଫେରାର ହୋଇଯାଇଥିଲେ। ଅଭିଯୋଗ ପାଇ ଟାଉନ୍ ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି। ଅଧିକ ତଦନ୍ତ ପାଇଁ ପୁଲିସ୍ ସାଇଣ୍ଟିଫିକ୍‌ ଟିମ୍‌ର ସହାୟତା ମଧ୍ୟ ନେଇଛି। ତେବେ ଏପର୍ୟ୍ୟନ୍ତ ଲୁଟେରାଙ୍କ ସଂପର୍କରେ ଟେର୍ ପାଇନି ପୁଲିସ୍।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!