Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘରୋଇ ହିଂସାର ଶିକାର ମହିଳା ୧୮୧କୁ ଯୋଗାଯୋଗ କରନ୍ତୁ

by ସଞ୍ଜୟ ସ୍ୱାଇଁ
May 29, 2021
in Feature News
ଘରୋଇ ହିଂସାର ଶିକାର ମହିଳା ୧୮୧କୁ ଯୋଗାଯୋଗ କରନ୍ତୁ
84
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ସଂପ୍ରତି କୋଭିଡ୍‌-୧୯ ଦ୍ୱିତୀୟ ଲହରରେ ଦୀର୍ଘଦିନ ଧରି ସାରା ଦେଶରେ ଲକ୍‌ଡାଉନ୍‌ ଓ ସଟ୍‌ଡାଉନ୍‌ ଭଳି ସ୍ଥିତି ଲାଗି ରହିଥିବାରୁ ବହୁସଂଖ୍ୟାରେ ପ୍ରବାସୀ ନିଜ ନିଜ ଜିଲ୍ଲାକୁ ଫେରି ଆସୁଛନ୍ତି । କଠିନ ପରିସ୍ଥିତି ହେତୁ ଅନେକ ମହିଳା ଏବଂ ବାଳିକା ମଧ୍ୟ ଘରୋଇ ହିଂସାର ଶିକାର ହେବାର ସମ୍ଭାବନା ଅଛି । କୋଭିଡ୍‌ରେ ପିତାମାତା ସଂକ୍ରମିତ ହୋଇ କୋଭିଡ୍‌ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଥିବା ସମୟରେ ସେମାନଙ୍କ ଶିଶୁମାନେ ମଧ୍ୟ ଅସହାୟ ଅନୁଭବ କରୁଛନ୍ତି ଏବଂ ନିର୍ଯାତନାର ଶିକାର ହେବାର ଆଶଙ୍କା ରହିଛି । ଏହିଭଳି ଭେଦଭାବ, ହିଂସା ବା ଅସୁବିଧାର ସମ୍ମୁଖୀନ ହେଉଥିବା ମହିଳା ଓ ଶିଶୁଙ୍କ ପାଇଁ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗ ପକ୍ଷରୁ ୨୪ ଘଣ୍ଟିଆ ସହାୟତା ନମ୍ବର ଜାରି କରାଯାଇଛି । ୧୦୦/୧୮୧/୧୦୯୮ ସହାୟତା ନମ୍ବରରେ ଯୋଗାଯୋଗ କରି ପୀଡିତା ମହିଳା ଓ ଶିଶୁମାନେ ସାହାଯ୍ୟ ପାଇପାରିବେ । ପ୍ରତି ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟରେ ଥିବା ‘ସଖୀ’ (ୱାନ୍‌ ଷ୍ଟପ୍‌ ସେଣ୍ଟର)ରେ ମଧ୍ୟ ଯୋଗାଯୋଗ କଲେ ୨୪ ଘଣ୍ଟିଆ ନିଃଶୁÂ ସେବା ଯୋଗାଇ ଦିଆଯିବ । ଘରୋଇ ହିଂସା ବିଷୟରେ ଜଣାଇବା ପାଇଁ ହ୍ୱାଟସ୍‌ଆପ୍‌ ନମ୍ବର ୭୮୦୫୦୦୬୦୩୯ରେ ବାର୍ତ୍ତା ଦେଇପାରିବେ । ମହିଳା କମିଶନ ସହିତ ଯୋଗାଯୋଗ କରିବା ପାଇଁ ହ୍ୱାଟସ୍‌ଆପ୍‌ ନମ୍ବର ୮୭୬୩୫୪୩୦୧୩ ଜରି କରାଯାଇଛି । ହିଂସାମୁକ୍ତ ସମାଜ ଗଠନ ଦିଗରେ ମହିଳାମାନେ ଏହି ବ୍ୟବସ୍ଥାର ଉପଯୋଗ କରିବାକୁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!