Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟିମ ଇଣ୍ଡିଆର ଯୁବ କ୍ରିକେଟରଙ୍କ ପ୍ରେମରେ ମତୁଆଲ ଇଶା ନେଗୀ

by ସଞ୍ଜୟ ସ୍ୱାଇଁ
May 29, 2021
in NATIONAL NEWS, Sports
ଟିମ ଇଣ୍ଡିଆର ଯୁବ କ୍ରିକେଟରଙ୍କ ପ୍ରେମରେ ମତୁଆଲ ଇଶା ନେଗୀ
436
VIEWS
Share on FacebookShare on Twitter

ନୂଆଦିଲ୍ଲୀ (ବାଘୁଆବାର୍ତ୍ତା): ଟିମ୍‌ ଇଣ୍ଡିଆର ଯୁବ ଓ୍ବିକେଟ କିପର ବ୍ୟାଟସମ୍ୟାନ୍‌ ଋଷଭ ପନ୍ତଙ୍କୁ ନେଇ ସବୁବେଳେ ଚର୍ଚ୍ଚା ଲାଗି ରହିଥାଏ। ଧୂଆଁଦାର ବ୍ୟାଟିଂ ଓ ନିଆରା ଅନ୍ଦାଜ ପାଇଁ ଚର୍ଚ୍ଚାରେ ରହୁଥିବା ପନ୍ତ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ତାଠୁ ଅଧିକ ଚର୍ଚ୍ଚାରେ ପନ୍ତ। ପନ୍ତଙ୍କ ଗାର୍ଲଫ୍ରେଣ୍ଡ ଇଶା ନେଗୀ ବୋଲି ସର୍ବଦା ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ତେବେ କିଏ ସେ ଇଶା ନେଗୀ ଯାହାଙ୍କ ପ୍ରେମରେ ମତୁଆଲା ପନ୍ତ । ଇଶା ନେଗୀ ଜଣେ ଇଣ୍ଟେନିଅର ଡିଜାଇନର ସମେତ ଜଣେ ବ୍ୟବସାୟୀ। ସେ ଡେରାଡୁନରେ ରୁହନ୍ତି। ସେ ଡେରାଡୁନର ଜିସସି ଆଣ୍ଡ ମ୍ୟାରୀରୁ ସ୍କୁଲ ଶିକ୍ଷା ଲାଭ କରିଥିବା ବଳେ ନୋଏଡାର ଆମିଟି ବିଶ୍ବବିଦ୍ୟାୟର କଲେଜ ଶିକ୍ଷା ଶେଷ କରିଛନ୍ତି ସେ। ସାହିତ୍ୟ ଓ ଦର୍ଶନ ଶାସ୍ତ୍ରରେ ଡିଗ୍ରୀ ହାସଲ କରିଛନ୍ତି। ଇଶା ନେଗୀ ସୋସିଆଲ ମିଡିଆ ସାଇଟ୍‌ ଇନଷ୍ଟାଗ୍ରାମ୍‌ରେ ସର୍ବାଦ ସକ୍ରିୟ ଥାଆନ୍ତି। ଇନଷ୍ଟାରେ ତାଙ୍କର ୧ ଲକ୍ଷ ୭୧ ହଜାରରୁ ଉଦ୍ଧ୍ୱର୍ ଫୋଲର ଅଛନ୍ତି। ୨୦୨୦ ଆରମ୍ଭରେ ଋଷଭ ପନ୍ତ ଇଶା ନେଗୀଙ୍କ ସହିତ ଥିବାର ଏକ ଫଟୋ ସୋସିଆଲ ମିଡିଆରେ ଛାଡ଼ି ନିଜର ପ୍ରେମ କଥା ଜଣାଇଥିଲେ। ସେତେବେଳେ ପନ୍ତ ଓ ଇଶାଙ୍କୁ ନେଇ ଖୁବ୍‌ ଚର୍ଚ୍ଚା ହେଉଥିଲା।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!