Monday, November 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚାଲିଗଲେ ପ୍ରଦୀପ ମହାରଥୀଙ୍କ ଭାଇ

by ସଞ୍ଜୟ ସ୍ୱାଇଁ
May 30, 2021
in State
ଚାଲିଗଲେ ପ୍ରଦୀପ ମହାରଥୀଙ୍କ ଭାଇ
616
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ଭାଇ ପ୍ରଣୟ ମହାରଥୀଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା। କିଛି ଦିନ ତଳେ ପ୍ରଣୟ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ଆଜି ସକାଳେ ତାଙ୍କର ମୃତ୍ୟୁ ଘଟିଥିବା ନେଇ ତାଙ୍କ ପୁଅ ଶାକ୍ୟ ପ୍ରତାପ ସୂଚନା ଦେଇଛନ୍ତି । ଗତ ବର୍ଷ ଅକ୍ଟୋବର ମାସରେ ପୂର୍ବତନ ମନ୍ତ୍ରୀ ପ୍ରଦୀପ ମହାରଥୀଙ୍କର ପରଲୋକ ହୋଇଥିଲା। ସେ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିଲେ। ତେବେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିବା ପରେ ତାଙ୍କ ଠାରେ ଅନ୍ୟାନ୍ୟ ସମସ୍ୟା ଦେଖାଯାଇଥିଲା ଓ ତାଙ୍କୁ ପୁଣି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସେଠାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। ପ୍ରଦୀପ ମହାରଥୀଙ୍କ ପରଲୋକ ପରେ ପିପିଲି ବିଧାନସଭା ଆସନରେ ଉପ-ନିର୍ବାଚନ ପାଇଁ ସବୁ ପ୍ରସ୍ତୁତି ସରିଥିଲା। ତେବେ କରୋନାର ଦ୍ୱିତୀୟ ଲହର ଯୋଗୁ ଏହାକୁ ସ୍ଥଗିତ ରଖାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!