Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଘଟଣା ପରେ ଟ୍ରକରେ ଲାଗିଲା ନିଆଁ, ଚାଳକ ମୃତ

by ସଞ୍ଜୟ ସ୍ୱାଇଁ
May 30, 2021
in Feature News
ଦୁର୍ଘଟଣା ପରେ ଟ୍ରକରେ ଲାଗିଲା ନିଆଁ, ଚାଳକ ମୃତ
137
VIEWS
Share on FacebookShare on Twitter

ଦେବଗଡ଼,(ବାଘୁଆବାର୍ତ୍ତା): ବାରକୋଟ ଥାନା ଅନ୍ତର୍ଗତ ବମପରଡ଼ା ଗ୍ରାମ ନିକଟରେ ଏକ ଟ୍ରକ ଦୁର୍ଘଟଣାଗ୍ରସ୍ତ ହେବା ପରେ ଟ୍ରକରେ ନିଆଁ ଲାଗିଯାଇଥିଲା। ଏହାଫଳରେ ଘଟଣାସ୍ଥଳରେ ଚାଳକର ମୃତ୍ୟୁ ଘଟିଥିଲା । ମିଳିଥିବା ସୂଚନା ଅନୁଯାୟୀ , ପାଲଲହଡା ଅଭିମୁଖେ ଯାଉଥିବା ଟ୍ରକ ୪୯ ନମ୍ବର ଜାତୀୟ ରାଜପଥର ବମପରଡ଼ା ଗ୍ରାମର ଫୁଟବଲ ପଡିଆ ନିକଟରେ ବିଲମ୍ବିତ ରାତିରେ ଭ।ରସାମ୍ୟ ହରାଇ ପୋଲରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଦୁର୍ଘଟଣାପରେ ବାରକୋଟ ପଟୁ ଆସୁଥିବା ଏକ ଟ୍ରକ ସହ ଧକ୍କା ହୋଇଥିଲା । ପରେ ଦୁର୍ଘଟଣାଗ୍ରସ୍ତ ଟ୍ରକରେ ନିଆଁ ଲାଗିଯାଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ଚାଳକର ମୃତ୍ୟୁ ଘଟିଥିଲା। ଖବରପାଇ ବାରକୋଟ ଥାନା ପୁଲିସ ଟ୍ରକ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଖବର ଲେଖା ହେବା ପର୍ଯ୍ୟନ୍ତ ମୃତ ଚାଳକର ପରିଚୟ ମିଳିପାରିନାହିଁ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!