Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚୀନରୁ ଭୁବନେଶ୍ୱରରେ ପହଞ୍ଚିଲା ଅକ୍ସିଜେନ, ଟ୍ୱିଟ କଲେ ଅସିତ

by ସଞ୍ଜୟ ସ୍ୱାଇଁ
May 30, 2021
in NATIONAL NEWS, State
ଚୀନରୁ ଭୁବନେଶ୍ୱରରେ ପହଞ୍ଚିଲା ଅକ୍ସିଜେନ, ଟ୍ୱିଟ କଲେ ଅସିତ
606
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ଚୀନରୁ ସିଧାସଳଖ ଭୁବନେଶ୍ୱର ପହଞ୍ଚିଛି ଅକ୍ସିଜେନ ସିଲିଣ୍ଡର । ଖୁବଶୀଘ୍ର ଏହି ଅକ୍ସିଜେନ ସିଲିଣ୍ଡରଗୁଡ଼ିକୁ ରାଜ୍ୟର ବିଭିନ୍ନ ମେଡ଼ିକାଲକୁ ପଠାଯିବ । ସେହିପରି ଆବଶ୍ୟକ ସ୍ଥଳେ ଅକ୍ସିଜେନ ସିଲିଣ୍ଡରକୁ ମହଜୁଦ ରଖାଯିବ । ଚୀନରୁ ଆସିଥିବା ଏହି ସିଲିଣ୍ଡର ଏବଂ ଆଗକୁ ଆସିବାକୁ ଥିବା ସିଲିଣ୍ଡର କରୋନା ମୁକାବିଲା ଦିଗରେ ବେଶ ସହାୟକ ହେବ । ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସିତ ତ୍ରିପାଠୀ । ଅକ୍ସିଜେନ ଅଭାବରୁ କୌଣସି ରୋଗୀ ଯେମିତି ଅସୁବିଧାର ସମ୍ମୁଖୀନ ହେବେ ନାହିଁ ସେନେଇ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିବା ମଧ୍ୟ ଟ୍ୱିଟ କରି ଲେଖିଛନ୍ତି ଅସିତ୍ ତ୍ରିପାଠୀ । ଚୀନରୁ ଅକ୍ସିଜେନ୍ ସିଲିଣ୍ଡର ଆସିବା ଦେଶରେ ପ୍ରଥମ । ଅକ୍ସିଜେନ୍ ଅଭାବରୁ କେହି ଅସୁବିଧାରେ ନପଡନ୍ତୁ ଚାହାନ୍ତି ମୁଖ୍ୟମନ୍ତ୍ରୀ । ଅତି ଶୀଘ୍ର ରାଜ୍ୟର ସବୁ ମେଡିକାଲକୁ ଯୋଗାଇ ଦିଆଯିବ ସିଲିଣ୍ଡର । ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷଙ୍କ ସୂଚନା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!