Monday, October 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪ ଦିନ ପରେ ମୌସୁମୀ ଛୁଇଁବ କେରଳ

by ସଞ୍ଜୟ ସ୍ୱାଇଁ
May 30, 2021
in Literature, State
୪ ଦିନ ପରେ ମୌସୁମୀ ଛୁଇଁବ କେରଳ
152
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ମେ ୩୧ ସୁଦ୍ଧା କେରଳ ମୌସୂମୀ ଛୁଇଁବ ବୋଲି ପାଣିପାଗ ବିଭାଗ ପୂର୍ବରୁ ଅନୁମାନ କରିଥିଲା । ତେବେ ୨ ଦିନ ଡେରିରେ କେରଳ ଛୁଇଁବ ମୌସୂମୀ । ଜୁନ ୩ରେ କେରଳରେ ମୌସୂମୀ ଛୁଇଁବା ନେଇ ସମ୍ଭାବନା ରହିଛି । ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଅନ୍ୟ ପକ୍ଷରେ ରାଜ୍ୟରେ ଆସନ୍ତା ୩ ଦିନ ଯାଏ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ପୂର୍ବାନୁମାନ କରିଛି । ମୁଖ୍ୟତଃ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି,ରାୟଗଡା, କନ୍ଧମାଳ, ବୌଦ୍ଧ, ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଦା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଯାଜପୁର ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ତେଣୁ ଏ ସମସ୍ତ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଜୁନ୧ରେ ଦକ୍ଷିଣ ଆଭ୍ୟନ୍ତରୀଣ କେତେକ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!