Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୧.୫ ଗ୍ରାମ ବ୍ରାଉନସୁଗାର ଜବତ, ଦୁଇ ଅଟକ

by ସଞ୍ଜୟ ସ୍ୱାଇଁ
May 30, 2021
in Nayagarh
୧୧.୫ ଗ୍ରାମ ବ୍ରାଉନସୁଗାର ଜବତ, ଦୁଇ ଅଟକ
418
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ରଣପୁର ଥାନା ପୁଲିସ ଆଜି ୧୧.୫ ଗ୍ରାମ ବ୍ରାଉନସୁଗାର ଜବତ କରିଥିବା ବେଳେ ଦୁଇ ଜଣଙ୍କୁ ଅଟକ ରଖିଛି । ସୂଚନାନୁସାରେ, ଆଜି ସକାଳକୁ ଖୋର୍ଦ୍ଧାରୁ ନୟାଗଡ଼କୁ ବ୍ରାଉନସୁଗାର ଧରି କିଛି ବ୍ୟବସାୟୀ ଆସୁଥିବା ବେଳେ ରଣପୁର ପୁଲିସ ଏବଂ ସ୍ପେଶାଲ ସ୍ୱାର୍ଡ଼ ମିଳିତ ଚଢ଼ାଉ କରିଥିଲେ । ଚଢ଼ାଉ ସମୟରେ ଅଭିଯୁକ୍ତଙ୍କଠାରୁ ୨୨୦ ପ୍ୟାକେଟ ବ୍ରାଉନସୁଗାର ଜବତ କରାଯାଇଥିଲା । ଜବତ ବ୍ରାଉନସୁଗାର ଆନୁମାନିକ ମୁଲ୍ୟ ଲକ୍ଷାଧିକ ହେବ ବୋଲି ଆକଳନ କରାଯାଇଛି । ଅନ୍ୟପକ୍ଷେ, ଦୁଇ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖାଯାଇଥିବା ବେଳେ ତଦନ୍ତ ପାଇଁ ପରିଚୟ ଗୋପନ ରଖାଯାଇଛି । ସେମାନଙ୍କ ପାଖରୁ ଗୋଟିଏ ସ୍କୁଟି ଜବତ କରାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!