Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲକଡାଉନରେ ଲୁଟ, ମହିଳାଙ୍କୁ ଏକା ଦେଖି ଛୁରା ମାଡ ଓ ଲୁଟ

by ସଞ୍ଜୟ ସ୍ୱାଇଁ
May 31, 2021
in Crime, State
ଲକଡାଉନରେ ଲୁଟ, ମହିଳାଙ୍କୁ ଏକା ଦେଖି ଛୁରା ମାଡ ଓ ଲୁଟ
150
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ଲକଡାଉନ୍ ବେଳେ ସକ୍ରିୟ ଲୁଟେରା। ଏକୁଟିଆ ଦେଖି ମହିଳାଙ୍କୁ ଛୁରାମାଡ଼ କରି ଲୁଟ୍ ଉଦ୍ୟମ। ଭୁବନେଶ୍ଵରର ନୟାପଲ୍ଲୀ ଭିଆଇପି ରୋଡରେ ଏଭଳି ଘଟଣା ଘଟିଛି। ଏହି ଘଟଣାର ସମ୍ପୂର୍ଣ୍ଣ ଚିତ୍ର ସିସିଟିଭିରେ କଏଦ ହୋଇଛି। ନୟାପଲ୍ଲୀ ଭିଆଇପି କଲୋନୀର ଜଣେ ମହିଳା ସକାଳୁ ପରିବା ଆଣିବା ପାଇଁ ଯାଉଥିଲେ। ଏହି ସମୟରେ ଏକ ଦୁର୍ବୃତ୍ତ ଏକ ଧାରୁଆ ଛୁରୀରେ ତାଙ୍କ ଉପରକୁ ଆକ୍ରମଣ କରି ଲୁଟ୍ ଉଦ୍ୟମ କରିଥିଲା। ଫଳରେ ମହିଳା ଜଣଙ୍କ ଗୁରୁତର ହୋଇଛନ୍ତି। ତାଙ୍କୁ ନୟାପଲ୍ଲୀ ସ୍ଥିତ ଏକ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଏହି ଘଟଣାର ସମ୍ପୂର୍ଣ୍ଣ ଚିତ୍ର ସିସିଟିଭିରେ କଏଦ ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ୍ କରୁଛି। ତେବେ ଏହି ଘଟଣା ପରେ ପୋଲିସର ପାଟ୍ରୋଲିଂ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!