Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଣିଆର ପୁଣି ଦୁଇ ସ୍ଥାନ ନିଷିଦ୍ଧାଞ୍ଚଳ

by ସଞ୍ଜୟ ସ୍ୱାଇଁ
May 31, 2021
in Nayagarh
ଓଡିଶାରେ ବଢ଼ିପାରେ ଲକଡାଉନ ଅବଧି!
112
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ଭୟାବହ ପରିସ୍ଥିତି ସୃଷ୍ଟି କରିଛି । ଆଜି ଗଣିଆ ବ୍ଲକ ଗଣିଆ ପଞ୍ଚାୟତ ଏରଣ୍ଡିପଥର ବାଲିସାହିକୁ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି । ସେହିଭଳି ଭାବେ କରଡ଼ାପଡ଼ା ପଞ୍ଚାୟତ ରଗଡ଼ିସାହି ପଞ୍ଚାୟତକୁ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି । ଉକ୍ତ ଅଞ୍ଚଳରୁ ଏକାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ତହସିଲଦାର କିଶୋର କୁମାର ପଣ୍ଡା ଆଜି ଦିନ ୧୦ଟାରୁ ଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ନିଷିଦ୍ଧାଞ୍ଚଳ ଘୋଷଣା କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!