Monday, November 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆନ୍ତଃ ଜିଲ୍ଲା ବ୍ରାଉନସୁଗର କାରବାର ଠାବ, ୪ ଗିରଫ

by ସଞ୍ଜୟ ସ୍ୱାଇଁ
May 31, 2021
in Nayagarh
ଆନ୍ତଃ ଜିଲ୍ଲା ବ୍ରାଉନସୁଗର କାରବାର ଠାବ, ୪ ଗିରଫ
549
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଚାନ୍ଦପୁର ଥାନା ପୁଲିସ ଆଜି ଏକ ଆନ୍ତଃ ଜିଲ୍ଲା ବ୍ରାଉନସୁଗର ବେପାରି ଗ୍ୟାଙ୍ଗକୁ ଠାବ କରିଛି । ସେମାନଙ୍କଠାରୁ ୭ ଗ୍ରାମ ବ୍ରାଉନସୁଗାର ଜବତ କରିଥିବା ବେଳେ ଜଣେ ମହିଳାଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ଦେଉଳୀ ନୂଆସାହିର ସୁମନ୍ତ ନାୟକ(୨୪), ଖୋର୍ଦ୍ଧା ବାଶେଳୀସାହିର କହ୍ନେଇ ଘଡ଼ୁଆଳ(୪୦), କଟକ ଜିଲ୍ଲା ବାଙ୍କି ଥାନା ନୂଆଗାଁ ପଞ୍ଚାୟତର କୃଷ୍ଣ ଧଳ (୪୦) ଏବଂ ତାଙ୍କ ପôତୀ ପ୍ରଭାତୀ ଧଳ । ଚାନ୍ଦପୁର ପୁଲିସ ସୂଚନାନୁସାରେ, ଏମାନେ ବାଲେଶ୍ୱର ଜଳଶ୍ୱେର ଅଞ୍ଚଳରୁ ବ୍ରାଉନସୁଗାର ଆଣି ଚାନ୍ଦପୁର ଓ ଟାଙ୍ଗି ଅଞ୍ଚଳରେ କାରବାର କରୁଥିଲେ । ନୟାଗଡ଼ ଏସପି ସିଦ୍ଧାର୍ଥ କାଟରିଆଙ୍କ ନିର୍ଦ୍ଦେଶକ୍ରମେ ଗତକାଲି କାରବାର ସମୟରେ ପୁଲିସ ଚଢ଼ାଉ କରିଥିଲା । ଏସଆଇ ଅଞ୍ଜଳୀ ସା, ସଞ୍ଜୟ ମଲ୍ଲିକ ରାଇପଡ଼ା ଅଞ୍ଚଳରେ ଚଢ଼ାଉ କରି ଏହି ଗ୍ୟାଙ୍ଗକୁ ଠାବ କରିଥିଲେ । ସେମାନଙ୍କଠାରୁ ୭ ଗ୍ରାମ ବ୍ରାଉନସୁଗର ଜବତ ହୋଇଥିବା ବେଳେ ୭୮/୨୧ରେ ଏକ ମାମଲା ରୁଜୁ ହୋଇଛି । ଆଜି ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ରଶ୍ମି ରଞ୍ଜନ ଦାଶ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!