Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଙ୍ଗନବାଡ଼ି କର୍ମୀଙ୍କ ପରଲୋକ

by ସଞ୍ଜୟ ସ୍ୱାଇଁ
May 31, 2021
in Nayagarh
ଅଙ୍ଗନବାଡ଼ି କର୍ମୀଙ୍କ ପରଲୋକ
2k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଭାପୁର ବ୍ଳକ ଫତେଗଡ଼ ଗ୍ରାମର ବଡ଼ଗୌଡ଼ସାହିର ମିନି ଅଙ୍ଗନବାଡ଼ି କର୍ମୀ ସୁନୀତା ନାୟକ(୨୫) ଗତକାଲି ନିଆଁରେ ପୋଡ଼ି ହୋଇ ଯାଇଥିଲେ। ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ସୁନୀତା ରବିବାର ଅପରାହ୍ନ ୩ ଟା ସମୟରେ ରୋଶେଇ କରିବା ସମୟରେ ନିଆଁରେ ପୋଡିହୋଇ ଗୁରୁତର ହୋଇଥିଲେ । ପ୍ରଥମ ଭାପୁର , ଏହାପରେ ଭୁବନେଶ୍ୱର ଏମସ ଓ ପରେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ରାତି ୨ ଟାରେ ତାଙ୍କର ମୃତ୍ୟୁ ହୋଇଥିଲା। ତାଙ୍କ ଶବ ବ୍ୟବଛେଦ ପରେ ସୋମବାର ଅପରାହ୍ନରେ ଫତେଗଡ଼ ଶ୍ମଶାନରେ ଶେଷ କୃତ୍ୟ କରାଯାଇଛି। ତାଙ୍କ ମୃତ୍ୟୁକୁ ନେଇ ରାଜ୍ୟ ବିଜୁ ଶ୍ରମିକ ସାମ୍ମୁଖ୍ୟ ରାଜ୍ୟ ସହ ସଂପାଦକ ଶ୍ରୀକାନ୍ତ ପଟ୍ଟନାୟକ ଏବଂ ଅଙ୍ଗନବାଡ଼ି କର୍ମୀ ସହାୟିକା ସାମ୍ମୁଖ୍ୟ ସଂଘ ସଭାପତି ଜ୍ୟୋତ୍ସାମୟୀ ପଣ୍ଡା ଶୋକ ବ୍ୟକ୍ତ କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!