Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏ ବର୍ଷ ଓଡ଼ିଶାରେ ସ୍ବାଭାବିକ ମୌସୁମୀ ବର୍ଷା : ଆଇଏମଡି

by ସଞ୍ଜୟ ସ୍ୱାଇଁ
June 1, 2021
in Feature News
୪ ଦିନ ପରେ ମୌସୁମୀ ଛୁଇଁବ କେରଳ
95
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ଚଳିତ ମୌସୁମୀ ଋତୁରେ ଓଡ଼ିଶାରେ ସ୍ବାଭାବିକ ବର୍ଷା ହେବ । ଜୁନ ମାସରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ ବୋଲି କହିଛନ୍ତି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର । ସେ କହିଛନ୍ତି ଯ଼େ, ସାଧାରଣତଃ ଜୁନ ୧ରେ କେରଳରେ ମୌସୁମୀ ଆସିଥାଏ ଓ ତାହାର ୧୦ରୁ ୧୨ ଦିନ ପରେ ଓଡ଼ିଶାକୁ ମୌସୁମୀ ଆସିଥାଏ । କିନ୍ତୁ ଏବର୍ଷ ତାହା ଜୁନ ୩ରେ ଆସିବାର ସମ୍ଭାବନା ରହିଛି । ଓଡ଼ିଶାକୁ କେବେ ମୌସୁମୀ ଆସିବ ତାହାର ସଠିକ ତାରିଖ ଆଉ କିଛି ଦିନ ପରେ ଜଣାପଡ଼ିବ ବୋଲି ସେ କହିଛନ୍ତି । ଜୁନ ମାସରେ ଓଡ଼ିଶାରେ ସ୍ବାଭାବିକଠାରୁ ଅଧିକ ବର୍ଷା ହେବ । ଜୁଲାଇ ଓ ଅଗଷ୍ଟ ମାସର ବର୍ଷା ସମ୍ପର୍କରେ ଆଗକୁ ପୂର୍ବାନୁମାନ କରାଯ଼ିବ ବୋଲି ଡ. ମହାପାତ୍ର କହିଛନ୍ତି । ସମଗ୍ର ଭାରତରେ ଏବର୍ଷ ମୌସୁମୀ ବର୍ଷାର ପରିମାଣ ସ୍ବାଭାବିକ ରହିବ । ଜୁନରୁ ସେପ୍ଟେମ୍ବର ମଧ୍ୟରେ ୯୬ ରୁ ୧୦୪ ପ୍ରତିଶ ବର୍ଷ ହେବ ବୋଲି ଆଇଏମଡି ପୂର୍ବାନୁମାନ କରିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!