Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୂଆ ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ ହେଲେ ଇନ୍ଦ୍ରମଣି ତ୍ରିପାଠୀ

by ସଞ୍ଜୟ ସ୍ୱାଇଁ
June 1, 2021
in Politics, State
ନୂଆ ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ ହେଲେ ଇନ୍ଦ୍ରମଣି ତ୍ରିପାଠୀ
163
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ବରିଷ୍ଠ ଓଏଏସ୍ ଅଧିକାରୀ ସ୍ତରରେ ଆଜି ଅଦଳବଦଳ ହୋଇଛି। ଇନ୍ଦ୍ରମଣି ତ୍ରିପାଠୀଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ନିର୍ଦ୍ଦେଶକ ଦାୟିତ୍ବ ମିଳିଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ଏହି ବଦଳି ହୋଇଛି। ସୋମବାର ସନ୍ଧ୍ୟାରେ ବିଭାଗୀୟ ବୈଷୟିକ ନିର୍ଦେଶକ ନିରଞ୍ଜନ ସେଠୀଙ୍କୁ ସମ୍ପୃକ୍ତ ବିଭାଗର ନିର୍ଦେଶକ ଭାବେ ନିଯୁକ୍ତି ମିଳିଥିଲା। ଏହି ପଦବୀରେ ଥିବା କୃପାସିନ୍ଧୁ ମିଶ୍ର ଅବସର ଗ୍ରହଣ କରିଥିଲେ। ଶ୍ରୀ ସେଠୀ ମଙ୍ଗଳବାର ପୂର୍ବାହ୍ନ୧୧ ସୁଦ୍ଧା ନୂତନ କାର୍ୟ୍ୟରେ ଯୋଗ ଦେଇଥିଲେ। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ଇନ୍ଦ୍ରମଣି ତ୍ରିପାଠୀଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ନିର୍ଦ୍ଦେଶକ ଦାୟିତ୍ବ ମିଳିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!