Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାତିଲ୍ ହେଲା ସିବିଏସଇ ଦ୍ୱାଦଶ ପରୀକ୍ଷା

by ସଞ୍ଜୟ ସ୍ୱାଇଁ
June 1, 2021
in Breaking, State
ମୋଦି ସରକାରଙ୍କ ଯୋଜନାରେ ଲାଭ ପାଉଛନ୍ତି ଶିଳ୍ପପତି ଓ କର୍ପୋରେଟ ହାଉସ
180
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଆଜି ପ୍ରଧାନମନ୍ତ୍ରୀ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ସିବିଏସଇ ପରୀକ୍ଷାକୁ ନେଇ ଲାଗିରହିଥିବା ସସପେନ୍ସରେ ପୂର୍ଣ୍ଣଛେଦ ପଡିଛି । ମହାମାରୀ କରୋନାରେ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ସିବିଏସଇ ଦ୍ୱାଦଶ ପରୀକ୍ଷାକୁ ବାତିଲ୍ କରଛନ୍ତି । ମହାମାରୀ କରୋନା ସମୟରେ ଛାତ୍ରଛାତ୍ରୀଙ୍କୁ ଚାପ ଦିଆଯାଇ ନପାରେ । ପୂର୍ବରୁ ସିବିଏସଇ ଦଶମ ପରୀକ୍ଷା ବାତିଲ୍ ହୋଇଥିବା ବେଳେ ଦ୍ୱାଦଶ ପରୀକ୍ଷାକୁ ନେଇ ସସପେନ୍ସ ଲାଗିରହିଥିଲା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!