Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରାତଃ ଭ୍ରମଣରେ ଯାଉଥିବା ନାବାଳିକାକୁ ଅସଦାଚରଣ, ଯୁବକ ଫେରାର

by ସଞ୍ଜୟ ସ୍ୱାଇଁ
June 2, 2021
in Crime, Nayagarh
ଚଉଠି ରାତିରେ ଦିଅର
1.3k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଆଜି ଭୋର ସମୟରେ ଦୁଇ ଜଣ ନାବାଳିକା ପ୍ରାତଃ ଭ୍ରମଣରେ ଯାଉଥିବା ବେଳେ ଜଣେ ଅସମାଜିକ ଯୁବକ ନାବାଳିକା ମାନଙ୍କୁ ଅସଦାଚରଣ କରିବା ସହ ଦୁଃଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ଯୁବକ ଜଣଙ୍କ ହେଉଛନ୍ତି ଇଟାମାଟି ଗ୍ରାମ ଜଗତିପାଟଣାର କାଶିନାଥ ବେହେରାଙ୍କ ପୁଅ କିରଣ କୁମାର ବେହେରା । ସେ ଜଣେ ବିବାହିତ ବ୍ୟକ୍ତି ବୋଲି ଜଣାଯାଇଛି । ଏନେଇ ନାବାଳିକାଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲେ ମଧ୍ୟ ମାମଲା ରୁଜୁ ହୋଇନଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!