Sunday, July 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଳାପୁଳା ଗଞ୍ଜେଇ ଜବତ, ୨ ଗିରଫ

by ସଞ୍ଜୟ ସ୍ୱାଇଁ
June 2, 2021
in Crime, State
ପୁଳାପୁଳା ଗଞ୍ଜେଇ ଜବତ, ୨ ଗିରଫ
147
VIEWS
Share on FacebookShare on Twitter

ବୌଦ୍ଧ (ବାଘୁଆବାର୍ତ୍ତା) ବୌଦ୍ଧ ମହାନଦୀ ବ୍ରିଜ ଛକ ନିକଟରୁ କେନ୍ଦ୍ରୀୟ ସ୍କ୍ବାଡ୍ ଏକ ଟ୍ରକରୁ ୬.୨୩ କ୍ବିଣ୍ଟାଲ ଗଞ୍ଜେଇ ଜବତ କରିଛି । ଚାଲାଣରେ ସମ୍ପୃକ୍ତ ୨ ଅଭିଯୁକ୍ତକୁ ମଧ୍ୟ ଗିରଫ କକରାଯାଇଛି । ବୁଧବାର ସକାଳ ସମୟରେ ଜେଏଚ୧୦ଏଏଲ୮୨୧୧ ନମ୍ବର ବିଶିଷ୍ଟ ଏକ ଟ୍ରକ୍ ରୁ ବିପୁଳ ପରିମାଣର ଗଞ୍ଜେଇ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଅଞ୍ଚଳରୁ ଝାଡ଼ଖଣ୍ଡ ରାଜ୍ୟକୁ ଚାଲାଣ ହେଉଥିଲା । ବିଶେଷ ସୂତ୍ରରୁ ଖବର ପାଇ କେନ୍ଦ୍ରୀୟ ସ୍କ୍ବାଡ୍ ବୌଦ୍ଧ ବ୍ରିଜ ଛକ ନିକଟରେ ଟ୍ରକକୁ ଜବତ କରିଥିଲେ । ଚାଲାଣକାରୀ ଅନୁଗୋଳ ଜିଲ୍ଲା ହଣ୍ଡପା ଅଞ୍ଚଳର ଭକ୍ତବନ୍ଧୁ ପ୍ରଧାନ ଓ ସନକ ପ୍ରଧାନଙ୍କୁ ଗିରଫ କରିଥିବା ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!