Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡାଲା ଅଟୋ ଓଲଟି ପଡିଲା ୧ ମୃତ ୧୪ ଆହତ

by ସଞ୍ଜୟ ସ୍ୱାଇଁ
June 3, 2021
in Accident, State
ଡାଲା ଅଟୋ ଓଲଟି ପଡିଲା ୧ ମୃତ ୧୪ ଆହତ
144
VIEWS
Share on FacebookShare on Twitter

ଭଞ୍ଜନଗର (ବାଘୁଆବାର୍ତ୍ତା): ଭାରସାମ୍ୟ ହରାଇ ଓଲଟିଲା ଡ଼ାଲା ଅଟୋ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୪ ଜଣ ଆହତ ହୋଇଛନ୍ତି । ମୃତ ମହିଳା ଜଣକ ହେଲେ ଢ଼ିମିରିପଲ୍ଲୀ ଗାଁର ରେଣୁ ନାୟକ। ଗାଙ୍ଗପୁର ଥାନା ମରେଇପାଟ ଗ୍ରାମ ନିକଟରେ ଘଟିଛି ଦୁର୍ଘଟଣା । ଗୁରୁବାର ସକାଳ ସମୟରେ ଢ଼ିମିରିପଲ୍ଲୀ ଗାଁର ୧୫ ଜଣ ଶ୍ରମିକ ଅଟୋରେ ବସି ରତ୍ନପୁର ଗ୍ରାମକୁ ପୋଖରୀ ଖୋଳା କାମ କରିବାକୁ ଯାଉଥିଲେ । ଠିକ୍‌ ଏହି ସମୟରେ ଅଟୋଟି ଭାରସାମ୍ୟ ହରାଇ ମାରାଇପାଟ ଠାରେ ଓଲଟି ପଡିଥିଲା । ଗୁରୁତର ଶ୍ରମିକ ମାନଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଭଞ୍ଜନଗର ମେଡିକାଲରେ ଭର୍ତି କରିଥିଲେ । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଜଣକ ମୃତ୍ୟୁ ହୋଇଥିବା ବେଳେ ୨ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ବ୍ରହ୍ମପୁର ମେଡ଼ିକାଲ ସ୍ଥାନାନ୍ତର କରାଯାଇଛି ଅନ୍ୟ ମାନଙ୍କ ଚିକିତ୍ସା ଚାଲିଛି । ଅନ୍ୟପଟେ ଗାଙ୍ଗପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଟୋକୁ ଜବତ କରି ତଦନ୍ତ ଚଳାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!