Wednesday, July 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦଶପଲ୍ଲା: ବାଇଗଣ ବୋଝେଇ ଗାଡ଼ିରେ ପୁଳା ପୁଳା ଗଞ୍ଜେଇ

by ସଞ୍ଜୟ ସ୍ୱାଇଁ
June 3, 2021
in Crime, State
ଦଶପଲ୍ଲା: ବାଇଗଣ ବୋଝେଇ ଗାଡ଼ିରେ ପୁଳା ପୁଳା ଗଞ୍ଜେଇ
500
VIEWS
Share on FacebookShare on Twitter

ଦଶପଲ୍ଲା (ବାଘୁଆବାର୍ତ୍ତା) ଆଜି ସକାଳୁ ସକାଳୁ ଦଶପଲ୍ଲା ପୁଲିସ ପକ୍ଷରୁ ପେଟ୍ରୋଲିଂ କରାଯାଉଥିବା ସମୟରେ ଗଞ୍ଜେଇ ବେପାରୀ ଧରାପଡିଛନ୍ତି । ସୂଚନାନୁସାରେ ଉକ୍ତ ଗଞ୍ଜେଇ ବେପାରୀମାନେ ଚାଲାକ କରି ଉପରେ ବାଇଗଣ ଭିତରେ ଗଞ୍ଜେଇ ଚାଲାଣ କରୁଥିଲେ । ଦଶପଲ୍ଲା ପୁଲିସ ୯୧ କେଜି ଗଞ୍ଜେଇ ଜବତ କରିବା ସହ ଦୁଇଗୋଟି ଗାଡ଼ିକୁ ଜବତ କରିଛନ୍ତି । ଏଥିରେ ସମ୍ପୃକ୍ତ ଥିବା ୬ ଜଣ ଗଞ୍ଜେଇ ବେପାରୀଙ୍କୁ ଗିରଫ କରାଯାଇଛି । ଦଶପଲ୍ଲା ଥାନାରେ ୯୧/୨୦୨୧ରେ ଏକ ମାମଲା ରୁଜୁ କରାଯାଇ ୬ ଜଣଙ୍କୁ ଗିରଫ କରାଯାଇଛି । ଦଶପଲ୍ଲା ଥାନା ଅଧିକାରୀ ଜୟ ପ୍ରକାଶ ପରିଡାଙ୍କ ନେତୃତ୍ୱରେ ଏହି ଚଢ଼ଉ ଚାଲିଥିଲା । ଫୁଲବାଣୀରୁ ଭୁବନେଶ୍ୱର ଉକ୍ତ ଗଞ୍ଜେଇ ଚାଲାଣ ହେଉଥିବାର ସନ୍ଦେହ କରାଯାଉଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!