Wednesday, July 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡାବୁଗାଁ ଠାରେ ରାଜସ୍ୱ ରଥର ଶୁଭାରମ୍ଭ

by ସଞ୍ଜୟ ସ୍ୱାଇଁ
June 3, 2021
in Health, State
ଡାବୁଗାଁ ଠାରେ ରାଜସ୍ୱ ରଥର ଶୁଭାରମ୍ଭ
55
VIEWS
Share on FacebookShare on Twitter

ନବରଙ୍ଗପୁର (ବାଘୁଆବାର୍ତ୍ତା): ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଳକ ଠାରେ ଗୁରୁବାର ରାଜସ୍ୱ ରଥର ଶୁଭାରମ୍ଭ ହୋଇଛି । ସ୍ଥାନୀୟ ତହସିଲଦାର ସନ୍ଧ୍ୟା ସମରଥ ତହସିଲ କାର୍ୟ୍ୟାଳୟ ଠାରେ ରାଜସ୍ୱ ରଥର ଶୁଭାରମ୍ଭ ନିମନ୍ତେ ଏହାକୁ ଉଦଘାଟନ କରିଥିଲେ । କରୋନା ମହାମାରୀ ସମୟରେ ଲୋକଙ୍କୁ ହାତ ପାଆନ୍ତାରେ ରାଜସ୍ୱ ବିଭାଗର ସମସ୍ତ ସୁବିଧା ଯୋଗାଇ ଦିଆଯିବା ଏହାର ଲକ୍ଷ୍ୟ ବୋଲି ପ୍ରକାଶ କରିଛନ୍ତି । ଏହି ରଥଟି ଡାବୁଗାଁ ତହସିଲ ଅନ୍ତର୍ଗତ ସମସ୍ତ ଗ୍ରାମକୁ ଯାଇ ଜନସାଧାରଣଙ୍କୁ ଏନେଇ ସଚେତନ କରିବା ସହ ତହସିଲ କାର୍ୟ୍ୟାଳୟ ପକ୍ଷରୁ ସେମାନଙ୍କୁ ଯେଉଁସବୁ କାର୍ୟ୍ୟର ସୁବିଧା ଯୋଗାଇ ଦିଆଯାଉଥିଲା ବର୍ତ୍ତମାନ ସେସବୁ ଜନସାଧାରଣ ଙ୍କୁ ସେମାନଙ୍କ ଦାଣ୍ଡ ଦୁଆରେ ପହଞ୍ଚାଇ ଦିଆଯିବ ବୋଲି କହିଛନ୍ତି । ଏହା ମାଧ୍ୟମରେ ଲୋକେ ସେମାନେ ଆବେଦନ କରୁଥିବା ଜାତିଗତ ପ୍ରମାଣ ପତ୍ର , ସ୍ଥାୟୀ ପ୍ରମାଣ ପତ୍ର , ଆୟ ପ୍ରମାଣ ପତ୍ର , ଖାରଜ ଜମି ପଟ୍ଟା , ଜମିର ନକଲ ପଟ୍ଟା ସୁବିଧାରେ କମ ସମୟ ମଧ୍ୟରେ ପାଇ ପାରିବେ ବୋଲି ଆଶା ପ୍ରକାଶ କରାଯାଇଛି । ଏହି କାର୍ୟ୍ୟକ୍ରମ ରେ ସୁପର ଭାଇଚର ସୁରେଶ ହିଆଲ , ଆର ଆଇ ସୁବ୍ରତ ମିସ୍ତ୍ରୀ , ଆର ଆଇ ଗଙ୍ଗା ମହାଙ୍କୁଡା ଓ କର୍ମଚାରୀ ଗୌରାଙ୍ଗ ପରିଡା ପ୍ରମୁଖ ଉପସ୍ଥିତ ଥିଲେ । ଏହି ରଥ ଡାବୁଗାଁ ତହସିଲ ଅନ୍ତର୍ଗତ ସମସ୍ତ ଗ୍ରାମରେ ବୁଲି ଲୋକଙ୍କୁ ସଚେତନ କରାଇବ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!