Wednesday, July 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାଂସଦ ସପ୍ତଗିରି ଉଲାକାଙ୍କୁ ଛତିଶଗଡ଼ ଦାୟିତ୍ୱ

by ସଞ୍ଜୟ ସ୍ୱାଇଁ
June 3, 2021
in NATIONAL NEWS, Politics
ସାଂସଦ ସପ୍ତଗିରି ଉଲାକାଙ୍କୁ ଛତିଶଗଡ଼ ଦାୟିତ୍ୱ
214
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): କଂଗ୍ରେସ ଦଳ ପକ୍ଷରୁ ୫ ରାଜ୍ୟ ପାଇଁ ପ୍ରଭାରୀ ନିଯୁକ୍ତ କରାଯାଇଛି । ଏହି କ୍ରମରେ କୋରାପୁଟ ସାଂସଦ ସପ୍ତଗିରି ଉଲାକାଙ୍କୁ ମିଳିଲା ଗୁରୁ ଦ୍ୱାୟିତ୍ୱ । ସପ୍ତଗିରିଙ୍କୁ ଛତିଶଗଡ଼ର ଇନ୍‌ଚାର୍ଜ ଭାବେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ନିଯୁକ୍ତ ଦେଇଛନ୍ତି । ଏଥି ସହ ତାଙ୍କୁ ଦଳର ରାଷ୍ଟ୍ରୀୟ ସଂପାଦକ ଭାବେ ମଧ୍ୟ ନିଯୁକ୍ତି ଦିଆଯାଇଛି । ଏହାଛଡ଼ା ଅନ୍ୟ ୪ଟି ରାଜ୍ୟରେ ମଧ୍ୟ ଦଳ ପକ୍ଷରୁ ପ୍ରଭାରୀ ନିଯୁକ୍ତ କରିଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!