Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାତିଲ ହେଲା +୨ ପରୀକ୍ଷା

by ସଞ୍ଜୟ ସ୍ୱାଇଁ
June 4, 2021
in Education, State
ବାତିଲ ହେଲା +୨ ପରୀକ୍ଷା
473
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): ଜୀବନ ସବୁଠାରୁ ମୂଲ୍ୟବାନ । ଆଗ ଜୀବନ, କରୋନାର ଦ୍ୱିତୀୟ ଲହରୀରେ ଦେଖାଯାଇଛି ଅଭାବନୀୟ ପରିସ୍ଥିତି । ପିଲାମାନଙ୍କର ପାଠପଢ଼ାରେ ଅନେକ ଅସୁବିଧା ହେଉଛି ତଥାପି ଛାତ୍ରଛାତ୍ରୀଙ୍କର ଜୀବନ ଅତ୍ୟନ୍ତ ମୂଲ୍ୟବାନ । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ +୨ ପରୀକ୍ଷାକୁ ବାତିଲ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଜୀବନ ଆଗ । ଯେଉଁ ଛାତ୍ରଛାତ୍ରୀ ମାନେ ଅସନ୍ତୁଷ୍ଟ ହେଉଛନ୍ତି ସେମାନଙ୍କ କଥା ବୁଝାଯିବ । ପ୍ରଥମେ ବଞ୍ଚିବା ଦରକାର । ମହାମାରୀ କରୋନା ସମୟରେ ଏକାଠି ପରୀକ୍ଷା କରିବା ସମ୍ଭବ ନୁହେଁ । ଏହି ଦୃଷ୍ଟିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପରୀକ୍ଷାକୁ ବାତିଲ କରିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!