Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଭିଡ ସମୟରେ ହ୍ରିତିକଙ୍କ ମହନୀୟତା

by ସଞ୍ଜୟ ସ୍ୱାଇଁ
June 4, 2021
in NATIONAL NEWS
କୋଭିଡ ସମୟରେ ହ୍ରିତିକଙ୍କ ମହନୀୟତା
112
VIEWS
Share on FacebookShare on Twitter

ମୁମ୍ବାଇ (ବାଘୁଆବାର୍ତ୍ତା): ହ୍ରିତିକ ରୋଶନ ନିକଟରେ ସିନେ ଏବଂ ଟିଭି ଆର୍ଟିଷ୍ଟସ୍ ଆସୋସିଏସନ୍ (ସିଆଇଏନଟିଏଏ) ର ସାଥୀ ସଦସ୍ୟମାନଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିଛନ୍ତି । ଆସୋସିଏସନକୁ ୨୦ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି ହ୍ରିତିକ । ଏହାସହ ଦାରିଦ୍ର ସୀମାରେଖା ତଳେ ରହୁଥିବା ଲୋକଙ୍କ ପାଇଁ ରାସନ କିଟ୍ ମଧ୍ୟ ପ୍ରଦାନ କରିଛନ୍ତି । ଯାହା ୫ହଜାର ସଦସ୍ୟଙ୍କୁ ସହାୟକ ହେବ । କୋଭିଡ୍-୧୯ର ପ୍ରଥମ ଲହର ସମୟରେ ମଧ୍ୟ ହ୍ରିତିକ ସିଆଇଏନଟିଏଏ ୨୫ଲକ୍ଷ ଟଙ୍କା ଦାନ କରିବାକୁ ଆଗେଇ ଆସିଥିଲେ । ଯାହା ଦ୍ବାରା ଦୈନିକ ମଜୁରୀ ପାଉଥିବା ୪ ହଜାର କଳାକାର ଏବଂ ସେମାନଙ୍କ ପରିବାରକୁ ସହାୟତା ପ୍ରଦାନ କରାଯାଇଥିଲା । ଏ ବିଷୟରେ ସିଆଇଏନଟିଏଏ ସାଧାରଣ ସମ୍ପାଦକ ଅମିତ ବହଲ କହିଥିଲେ । ଅଭିନେତାମାନେ ସଙ୍କଟ ସମୟରେ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ନିରନ୍ତର ଚେଷ୍ଟା କରୁଥିବା ଦେଖିବାକୁ ମିଳୁଛି । କୋଭିଡ୍ -୧୯ର ପ୍ରଥମ ଲହର ସମୟରେ ଅଭିନେତାମାନେ ଗରିବ ଲୋକଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିଥିଲେ । ମୁମ୍ବାଇ ପୋଲିସ ପାଇଁ ହ୍ୟାଣ୍ଡ ସାନିଟାଇଜର ପ୍ରଦାନ କରିବାଠାରୁ ଆରମ୍ଭ କରି ଫ୍ରଣ୍ଟ ଲାଇନ୍ ଯୋଦ୍ଧାଙ୍କ ସ୍ୱାସ୍ଥ୍ୟ ଏବଂ ସୁରକ୍ଷାରରେ ଯୋଗଦାନ ଦେବା ଏବଂ କରୋନା ରୋଗୀଙ୍କ ପାଇଁ ଅକ୍ସିଜେନ ଏବଂ କନସେନଟ୍ରେଟର୍ସ ପର୍ୟ୍ୟନ୍ତ ସାହାଯ୍ୟ କରୁଛନ୍ତି । ହ୍ରିତିକ ଅଧିକାଂଶ ସମୟରେ ଅସହାୟ ଲୋକଙ୍କୁ ସାହାଯ୍ୟ କରିବାରେ ସକ୍ରିୟ ଥିବା ଦେଖିବାକୁ ମିଳୁଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!