Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡମ୍ପର ଓ ଟାଟା ଗାଡି ମୁହାଁମୁହିଁ, ପଛରୁ ପିଟିଲା କାର, ଦଦା ଓ ପୁତୁରା ମୃତ

by ସଞ୍ଜୟ ସ୍ୱାଇଁ
June 4, 2021
in Accident, State
ଡମ୍ପର ଓ ଟାଟା ଗାଡି ମୁହାଁମୁହିଁ, ପଛରୁ ପିଟିଲା କାର, ଦଦା ଓ ପୁତୁରା ମୃତ
299
VIEWS
Share on FacebookShare on Twitter

ଜଳେଶ୍ୱର (ବାଘୁଆବାର୍ତ୍ତା): ଜଳେଶ୍ୱର ୫୭ ନମ୍ବର ରାଜ୍ୟ ରାଜପଥ ନିକଟରେ ସିରିଜ ଦୁର୍ଘଟଣା ଘଟିଛି। ପ୍ରଥମେ ଏକ ଡମ୍ପର ଓ ଧାନବୋଝେଇ ଟାଟା ଏସ୍‌ଇ ମୁହାଁମୁହିଁ ଧକ୍କା ହେବା ପରେ ପଛଆଡ଼ୁ ଡମ୍ପରକୁ ପିଟିଲା ଅଲ୍‌ଟୋ କାର। ଏହିଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ଖବର ଅନୁସାରେ, ଜଳେଶ୍ୱର ଥାନା ଅନ୍ତର୍ଗତ ଅମ୍ବାଳିଅଠା ନିକଟରେ ପ୍ରଥମେ ଏକ ଡମ୍ପର ଓ ଧାନ ବୋଝେଇ ଟାଟା ଏସ୍‌ଇ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଥିଲା। ଏହାପରେ ଚନ୍ଦନେଶ୍ୱର ପଟୁ ଆସୁଥିବା ଏକ ଅଲ୍ଟୋ କାର୍‌ ଆସି ସିଧା ଡମ୍ପରେ ପିଟି ହୋଇଥିଲା। ଏହି ଦୁର୍ଘଟଣାରେ ଟାଟା ଏସିଇ ଡ୍ରାଇଭର ଓ ହେଲ୍‌ପରଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଉଛନ୍ତି ଜଳେଶ୍ୱରର ବ୍ଲକ ଅନ୍ତର୍ଗତ ଆରୁହା ଗ୍ରାମର ସିଦ୍ଧେଶ୍ୱର ବେହେରା ଓ କୁଳମଣି ବେହେରା। ଉଭୟ ସମ୍ପର୍କରେ କକା ଓ ପୁତୁରା ବୋଲି ଜଣାପଡ଼ିଛି। ସିରିଜ୍‌ ଦୁର୍ଘଟଣା ପରେ ଉତ୍ତ୍ୟକ୍ତ ଲୋକମାନେ ଡମ୍ପର ଡ୍ରାଇଭରର ହାତ ଗୋଡ଼ ବାନ୍ଧି ଦବା ସହ ରାସ୍ତା ଅବରୋଧ କରିଥିଲେ। ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇବା ପରେ ଖବର ପାଇ ଜଳେଶ୍ୱର ପୋଲିସ ପହଞ୍ଚି ଡ୍ରାଇଭରକୁ ଉଦ୍ଧାର କରିବା ତଦନ୍ତ ଜାରି ରଖିଛି।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!