Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଭିଡ ଯୋଗୁଁ ଅନାଥ ୧୨ ପିଲାଙ୍କୁ ମିଳିବ ଭତ୍ତା

by ସଞ୍ଜୟ ସ୍ୱାଇଁ
June 4, 2021
in Planning and Development, State
କୋଭିଡ ଯୋଗୁଁ ଅନାଥ ୧୨ ପିଲାଙ୍କୁ ମିଳିବ ଭତ୍ତା
174
VIEWS
Share on FacebookShare on Twitter

ଭୁବନେଶ୍ୱର (ବାଘୁଆବାର୍ତ୍ତା): କୋଭିଡ ଯୋଗୁଁ ବାପା, ମାଙ୍କୁ ହରାଇଥିବା ୧୨ ପିଲା ପାଇବେ ଭତ୍ତା। ମଧୁବାବୁ ଯୋଜନାରେ ଭତ୍ତା ଦେବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେନ୍ଦ୍ରାପଡ଼ା ଓ ମୟୂରଭଂଜରୁ ୩ ଜଣ ଲେଖାଏଁ ପିଲା ପାଇବେ ଭତ୍ତା। ସେହିପରି ଭଦ୍ରକ, ରାୟଗଡ଼ା ଓ ଦେବଗଡ଼ରୁ ୨ ଜଣ ଲେଖାଏଁ ଭତ୍ତା ପାଇବେ । ଅନାଥ ଶିଶୁଙ୍କ ବ୍ୟାଙ୍କ ଆକାଉଣ୍ଟ ଖୋଲିବାରେ ସରକାର ସହଯୋଗ କରିବେ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ପଣ୍ଡା ଏନେଇ ସୂଚନା ଦେଇଛନ୍ତି। କରୋନାରେ ବାପା ମାଆଙ୍କୁ ହରାଇ ଥିବା ଅନାଥଙ୍କୁ ମଧୁବାବ ପେନସନରେ ସାମିଲ କରାଯିବ। ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ଏ ନେଇ ତତ୍ପର ହୋଇଛି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ। କରୋନା କାଳରେ ଅନାଥ ହୋଇଥିବା ଶିଶୁଙ୍କ ତଥ୍ୟ ବ୍ଲକ ସ୍ତରରେ ରହିଛି। ଅନାଥଙ୍କୁ ସେବା ଯୋଗାଇବା ଲାଗି ମଧୁବାବୁ ପେନସନ ଯୋଜନାରେ ଯୋଡି ହୋଇଛି। ଆଉ ଏକ ସେକ୍ସନ ଯାହା MBPY-COVID ଏହି ଯୋଜନାରେ ଅନାଥ ଶିଶୁଙ୍କୁ ମାସିକ ୫୦୦ଟଙ୍କା ଭତ୍ତା ପ୍ରଦାନ କରାଯିବ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!